ସୁବାଷ ଚୌହାନଙ୍କ ଦେହାନ୍ତ।
ଭୁବନେଶ୍ୱର,୧୦ ।୫(ଓଡ଼ିଆ ନ୍ୟୁଜ): ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନଙ୍କ ଆଜି ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ମାତ୍ର ୫୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି । ସେ ଉଭୟ ଲିଭର କ୍ୟାନ୍ସର ଓ ହୃଦଘାତରେ ପୀଡିତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ…
Read More...
Read More...