banner
Breaking

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଆପଣ ଉଚ୍ଚ ମନ ଓ ଦୃଢ ଆତ୍ମବଳ ନେଇ କାମ କରିବେ। ପାରିବାରିକ,ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ଲାଭ କରିବାରେ ଅସୁବିଧା ହେବନାହିଁ। ଆତ୍ମୀୟସ୍ବଜନଙ୍କ ଆରୋଗ୍ୟ ଲାଭ ପାଇଁ ଚିନ୍ତା ବଢ଼ିପାରେ। ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ।…
Read More...

ଆଉ ଜଣେ ଆକ୍ରାନ୍ତ ଚିହ୍ନଟ। ୧୭୬ କୁ ବୃଦ୍ଧି

ଭୁବନେଶ୍ଵର : ରାଜ୍ୟରେ ଆଉ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ଯାଜପୁର ଜିଲାର ଏବଂ ସେ ଜଣେ ୫୮ବର୍ଷୀୟ ପୁରୁଷ ହୋଇଥିବା ଜଣାପଡ଼ିଛି। ନିକଟରେ ସେ ପଶ୍ଚିମବଙ୍ଗରୁ ଫେରିଥିଲେ। ଏଥିସହ ଓଡ଼ିଶାରେ କରୋନା ରୋଗୀଙ୍କ ସଂଖ୍ୟା ୧୭୬କୁ ବୃଦ୍ଧି ପାଇଥିବା ନେଇ ରାଜ୍ୟ ସୂଚନା ଓ…
Read More...

ଭୁବନେଶ୍ୱର ରୋଗୀ ମୃତ୍ୟୁ ଘଟଣାର ସ୍ପଷ୍ଟୀକରଣ ରଖିଲା ହସ୍ପିଟାଲ।

ଭୁବନେଶ୍ୱର,୫/୫(ଓଡ଼ିଆ ନ୍ୟୁଜ) : ରୋଗୀ ମୃତ୍ୟୁ ଘଟଣାର ସ୍ପଷ୍ଟୀକରଣ ରଖିଛି ସ୍ପର୍ଶ ହସ୍ପିଟାଲ। କିଛି ଦିନ ତଳେ ଭୁବନେଶ୍ୱରରେ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ହସ୍ପିଟାଲ ନାଁରେ ଅଭିଯୋଗ ହୋଇଥିଲା। ରୋଗୀଙ୍କୁ ଚିକିତ୍ସା କରିବା ବଦଳରେ ଅଣଦେଖା କରିବା ନେଇ ଅଭିଯୋଗ ଆଣିଥିଲେ ମୃତକଙ୍କ…
Read More...

ରାଜ୍ୟରେ ପୁଣି ୪ ଆକ୍ରାନ୍ତ ଚିହ୍ନଟ।

ଭୁବନେଶ୍ୱର, ୫।୫(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଉ ୪ କରୋନା ପଜିଟିଭ ମଙ୍ଗଳବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୪ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ବାଲେଶ୍ୱର ଜିଲାର। ସେମାନଙ୍କ ମଧ୍ୟରେ ଜଣେ ମହିଳା ହୋଇଥିବା ବେଳେ ଅନ୍ୟ…
Read More...

ଭାରତରେ ୨୪ ଘଣ୍ଟାରେ ୧୯୫ ମୃତ୍ୟୁ ୩୯୦୦ ସ°କ୍ରମିତ।

ନୂଆଦିଲ୍ଲୀ,୫/୫(ଓଡ଼ିଆ ନ୍ୟୁଜ) ଭାରତରେ କରୋନା ଭୂତାଣୁ ଦିନକୁ ଦିନ ଭୟଙ୍କର ରୂପ ନେବା ଆରମ୍ଭ କରିଛି। ଗତ ୨୪ ଘଣ୍ଟାର ତଥ୍ୟ ଏହା ସୂଚାଉଛି। ଗତ ୨୪ ଘଣ୍ଟାରେ ଦେଶରେ ୧୯୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୯୦୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି, ଯାହା ବର୍ତ୍ତମାନ ସୁଦ୍ଧା କୌଣସି ଗୋଟିଏ ଦିନରେ…
Read More...

କ୍ବାରେଣ୍ଟାଇନ ସେଣ୍ଟରରେ ମିଳିବ ଆଣ୍ଡା,ମାଛ,ଚିକେନ ଓ କ୍ଷୀର।

ଭଦ୍ରକ ,୫।୫(ଓଡ଼ିଆ ନ୍ୟୁଜ) : ଭଦ୍ରକ ଜିଲାରେ ସମସ୍ତ ସଙ୍ଗରୋଧ ଗୃହ ପାଇଁ ଏକ ଖାଦ୍ୟ ତାଲିକା ଜାରି କରିଛି ଜିଲା ପ୍ରଶାସନ।ସଙ୍ଗରୋଧ ଗୃହର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବା ସହ ସେଠାରେ ରହୁଥିବା ଲୋକଙ୍କ ପାଇଁ ଖାଦ୍ୟ ତାଲିକାକୁ ଏକ ନିର୍ଦ୍ଦେଶନାମା ଜରିଆରେ ଜିଲାପାଳ ଜ୍ଞାନ ରଞ୍ଜନ…
Read More...

ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ। ୧୭୦ କୁ ବୃଦ୍ଧି।

ଭୁବନେଶ୍ଵର,୫/୫(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ମଙ୍ଗଳବାର ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଛି। ଆକ୍ରାନ୍ତ ଜଣକ ଗଞ୍ଜାମ ଜିଲାର, ସେ ନିକଟରେ ସୁରତରୁ ଫେରିଥିଲେ। ତାଙ୍କ ବୟସ ୧୮ ବର୍ଷ ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଆପଣଙ୍କର ସ୍ବାସ୍ଥ୍ୟ ଓ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ। ଅର୍ଥ,ସୁଖ ଓ ସମ୍ମାନର ଅଭାବ ରହିବ ନାହିଁ। କି ନ୍ତୁ କର୍ମକ୍ଷେତ୍ରରେ ଅତ୍ୟଧିକ ଯୁକ୍ତିତର୍କ କରିବା ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ସ୍ଥଗିତ କାମପାଇଁ ଅନ୍ୟକୁ କୈଫୟତ୍‌ ଦେବାକୁ ପଡିପାରେ। ବୃଷ:-ବିଭିନ୍ନ…
Read More...

କ୍ବାରେଣ୍ଟାଇନ ନିୟମ ଭାଙ୍ଗିଲେ ହେବ କାର୍ଯ୍ୟାନୁଷ୍ଠାନ-ଡିଜିପି

ଭୁବନେଶ୍ବର,୪/୫(ଓଡ଼ିଆ ନ୍ୟୁଜ): ଆମ ଆତିଥେୟତାକୁ ଦୁର୍ବଳତା ବୋଲି ଭାବନ୍ତୁ ନାହିଁ । କ୍ୱାରେଣ୍ଟାଇନରେ ଥିବା ପ୍ରବାସୀ ନିୟମ ଉଲ୍ଲଂଘନ କଲେ ସହ୍ୟ କରାଯିବନାହିଁ । ସହୃଦୟତାର ସହ ସେମାନଙ୍କୁ ଆମେ ଦେଉଥିବା ସୁବିଧା, ସୁଯୋଗକୁ ଅପବ୍ୟବହାର କରନ୍ତୁନି । ଯଦି, କେହି ବିଶୃଙ୍ଖଳିତ ଆଚରଣ କରେ…
Read More...

ପ୍ରବାସୀ ଶ୍ରମିକଙ୍କ ଫେରିବା ଖର୍ଚ୍ଚ ବହନ କରିବ କ°ଗ୍ରେସ-ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୪/୫(ଓଡ଼ିଆ ନ୍ୟୁଜ): ସମଗ୍ର ଦେଶ ଲକ୍ ଡାଉନ୍ କାରଣରୁ ଦେଶର ବିଭିନ୍ନ ରାଜ୍ୟରେ ଲକ୍ଷ ଲକ୍ଷ ପ୍ରବାସୀ ଶ୍ରମିକ ଫଶିରହିଛନ୍ତି । ଦେଶର ବିଭିନ୍ନ ରାଜ୍ୟରେ ଫଶି ରହିଥିବା ପ୍ରବାସୀ ଶ୍ରମିକମାନଙ୍କୁ ନିଜ ନିଜ ରାଜ୍ୟକୁ ପଠାଇବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବ୍ୟବସ୍ଥା କରୁଛନ୍ତି ।…
Read More...