banner
Breaking

ଭିଏସ୍‍ଏସ୍‍ ନଗର ଗଡ଼େଶ୍ୱର ହାଟ ବଣିକ ସଂଘ ପକ୍ଷରୁ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର, ୩୦ା୪(ଓଡ଼ିଆ ନ୍ୟୁଜ) : ମହାମାରୀ କରୋନା ଭୂତାଣୁ ପ୍ରଭାବ ଯୋଗୁ ଲୋକେ ଘରେ ରହୁଥିବାବେଳେ ନିଜ ଜୀବନକୁ ବାଜି ଲଗାଇ ପ୍ରତିଦିନ ସହର ଗଳିକନ୍ଦି ବୁଲି ସଫାସୁତୁରା କାର୍ଯ୍ୟରେ ନିୟୋଜିତ କରିଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‍ସି)ର ସଫେଇ କର୍ମଚାରୀଙ୍କୁ ସେମାନଙ୍କ…
Read More...

ରାଜ୍ୟରେ ପୁଣି ୩ ପଜିଟିଭ୍। ମୋଟ ଆକ୍ରାନ୍ତଙ୍କ ସ°ଖ୍ୟା ୧୨୮

ଭୁବନେଶ୍ୱର,୩୦/୪(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଉ ୩ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସମସ୍ତେ ଯାଜପୁର ଜିଲ୍ଲାର ବୋଲି ଜଣାପଡିଛି । ଏହାକୁ ମିଶାଇ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨କୁ ବୃଦ୍ଧି ପାଇଛି । ସେହିପରି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮କୁ ବଢିଛି । ଏମାନେ କେଉଁଠୁ…
Read More...

କୋଣାର୍କ ବୋମାମାଡ ଘଟଣାରେ ୬ ଗିରଫ।

ପୁରୀ ,୨୯ା୪(ବ୍ୟୁରୋ ) : ଓଟିଭି ପ୍ରତିନିଧି ସଞ୍ଜୟ ପତିଙ୍କ କୋଣାର୍କ ଏନ୍‌ଏସି ୪ ନଂ. ୱାର୍ଡ ବାଲିସାହିସ୍ଥିତ ବାସଭବନ ଉପରେ ହୋଇଥିବା ବୋମାମାଡ଼ ଘଟଣାରେ ପୋଲିସ ଜଣେ ସରପଞ୍ଚଙ୍କ ସମେତ ୫ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କଠାରୁ ଗୋଟିଏ ବାଇକ୍‌, ଗୋଟିଏ ୯ଏମ୍‌ଏମ୍‌ ପିସ୍ତଲ ଓ ୨ରାଉଣ୍ଡ…
Read More...

ଆଜି ୬ ପଜିଟିଭ ପଶ୍ଚିମବଙ୍ଗ ଲିଙ୍କ। ୧୨୫ କୁ ବୃଦ୍ଧି

ଭୁବନେଶ୍ଵର,୨୯/୪(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ଆଉ ୬ ଜଣ କରୋନା ପଜିଟିଭ ବାହାରିଛନ୍ତି। ସେମାନେ ସମସ୍ତେ ପଶ୍ଚିମବଙ୍ଗ ଲିଙ୍କ ବୋଲି ଜଣାପଡିଛି। ବୁଧବାର ଚିହ୍ନଟ ହୋଇଥିବା ନୂଆ ୩ ଆକ୍ରାନ୍ତଙ୍କର ପଶ୍ଚିମବଙ୍ଗ ଲିଙ୍କ୍‌ ରହିଛି। ଏହି ୩ ଜଣ ନିକଟରେ କଲକାତାରୁ ଫେରିଥିଲେ ବୋଲି…
Read More...

ଭୁବନେଶ୍ୱରକୁ ପୁଣି ପଞ୍ଝା ବଢାଇଲା କରୋନା।

ଭୁବନେଶ୍ଵର,୨୯/୪(ଓଡ଼ିଆ ନ୍ୟୁଜ) : ୧୪ ଦିନର ନିରବତା ପରେ ପୁଣିଥରେ ଭୁବନେଶ୍ଵରକୁ ପଞ୍ଝା ବଢାଇଛି କରୋନା ଭାଇରସ । ଆଜି ସକାଳେ ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟରେ ଏହି ସୂଚନା ଦିଆଯାଇଛି । ରାଜ୍ୟ…
Read More...

ଭୁବନେଶ୍ୱରରେ କେଉଁ ସବୁ ଦୋକାନ ଖୋଲିବ ଜାଣନ୍ତୁ।

ଭୁବନେଶ୍ବର,୨୮/୪(ଓଡ଼ିଆ ନ୍ୟୁଜ): କେନ୍ଦ୍ର ସରକାରଙ୍କ ତରଫରୁ ସର୍ତଭିତ୍ତିକ ଦୋକାନ ଖୋଲିବା ନେଇ ସବୁ ରାଜ୍ୟକୁ ନିର୍ଦ୍ଦେଶ ଦିଆଯାଇଥିଲା। ଓଡ଼ିଶାର କେତୋଟି ସ୍ଥାନରେ ନିୟମ କାର୍ଯ୍ୟକାରୀ କରାଯାଇଥିଲେ ମଧ୍ୟ ରାଜଧାନୀ ଭୁବନେଶ୍ବରରେ ବନ୍ଦ ଥିଲା। ଦୁଇଦିନର ମାନସମନ୍ଥନ ପରେ ଦୋକାନ ବଜାର…
Read More...

ଖୁସି ଖବର। ଟୀକାର ୮୦ ପ୍ରତିଶତ ସଫଳତା ମିଳିଛି।

ନୂଆଦିଲ୍ଲୀ : ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ବିକଶିତ କରୋନା ଭାଇରସ୍ ଟୀକାର ଗୁରୁବାରଠାରୁ ମଣିଷ ଦେହରେ ପରୀକ୍ଷା ହୋଇଛି। ଯଦି ଏହି ପରୀକ୍ଷଣ ସଫଳ ହୁଏ ଏହାର ତୁରନ୍ତ ପ୍ରସ୍ତୁତି ଆରମ୍ଭ ପାଇଁ ଭାରତୀୟ କମ୍ପାନୀ ‘ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ’ କାର୍ଯ୍ୟ ଆରମ୍ଭ କରିଥିବା ଖବର…
Read More...

ବାହାର ରାଜ୍ୟ ଫେରନ୍ତା ଓଡିଆଙ୍କ ପାଇଁ ସରକାରୀ ଖର୍ଚ୍ଚ ଜାଣନ୍ତୁ।

ଭୁବନେଶ୍ଵର,୨୮/୪ (ଓଡ଼ିଆ ନ୍ୟୁଜ) : କରୋନା ଭୂତାଣୁ ଯୋଗୁ ଦେଶରେ ଲକଡାଉନ ଜାରି ହୋଇଥିବାବେଳେ ବାହାର ରାଜ୍ୟରୁ ଫେରିବେ ଲକ୍ଷାଧିକ ଶ୍ରମିକ। ପ୍ରାୟ ୫ ଲକ୍ଷ ଶ୍ରମିକ ଫେରିବା ନେଇ ସରକାର ଆକଳନ କରୁଥିବାବେଳେ ଏହି ସଂଖ୍ୟା ୧୦ ଲକ୍ଷ ହେବ ବୋଲି କୁହାଯାଉଛି। ତେବେ ଶ୍ରମିକମାନେ ଫେରିବା ପରେ…
Read More...

ଆମେରିକା ଚୀନ ଉପରେ କି ପଦକ୍ଷେପ ନେବ ଜାଣନ୍ତୁ।

ୱାଶିଂଟନ: କରୋନା ଭୂତାଣୁ ପ୍ରସଙ୍ଗରେ ଚୀନ ବିରୋଧରେ ଆମେରିକା କଠୋର ତଦନ୍ତ ଚଳାଇଛି। ଏହି ମହାମାରୀ ଭୂତାଣୁ କିପରି ସୃଷ୍ଟି ହୋଇଛି ତାହା ଉପରୁ ଖୁବଶୀଘ୍ର ପରଦା ଉଠିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି। ଏହା ସହିତ ଆମେରିକା ଚୀନଠାରୁ ୧୨.୪୧ ଲକ୍ଷ କୋଟିରୁ ଅଧିକ…
Read More...

ସୁପ୍ରିମକୋର୍ଟର ଜଣେ କର୍ମଚାରୀ କରୋନା ଆକ୍ରାନ୍ତ।

ନୂଆଦିଲ୍ଲୀ,୨୮।୪: କରୋନା ସଂକ୍ରମଣ ଦିନକୁ ଦିନ ବଢିବାରେ ଲାଗିଛି। ସୁପ୍ରିମକୋର୍ଟର ଜଣେ କର୍ମଚାରୀ କରୋନାରେ ପୀଡ଼ିତ ଥିବା ଜଣାପଡିବା ପରେ ଏବେ ଚିନ୍ତା ବଢି ଯାଇଛି। ଉକ୍ତ କର୍ମଚାରୀ ଜଣକ ଏପ୍ରିଲ ୧୬ରେ କୋର୍ଟ ଆସିଥିବା କୁହାଯାଉଛି। ତେଣୁ ଏହି କର୍ମଚାରୀଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ…
Read More...