ସହଯୋଗର ହାତ ବଢାଇଛି ରେଡ୍ ସ୍ବସ୍ତିକ୍
ଭୂବନେଶ୍ବର,୨୧/୪(ଓଡ଼ିଆ ନ୍ୟୁଜ): ଦେଶର ଅଗ୍ରଣୀ ସମାଜସେବା ଅନୁଷ୍ଠାନ ରେଡ୍ ସ୍ବସ୍ତିକ୍ ସୋସାଇଟି ବିଶ୍ବ,ଦେଶ ତଥା ରାଜ୍ୟର କରୋନା ପରି ଏକ ମହାମାରୀ ସ୍ଥିତିରେ ଅସହାୟ ଜନସାଧାରଣଙ୍କ ସେବା ନିମନ୍ତେ ସହଯୋଗର ହାତ ବଢାଇଛି।ଅନୁଷ୍ଠାନର ଓଡିଶା ଶାଖା ମୁଖ୍ୟ ଶ୍ରୀ ବିଜୟ ଆଚାର୍ଯ୍ୟ ଓକୋଷାଧକ୍ଷ…
Read More...
Read More...