banner
Breaking

୫ଜଣଙ୍କ ଗ୍ରସ୍ତ ବିବରଣୀ। ହାଟରୁ, ବାଟରୁ ଆସିଲାଣି କରୋନା। ସତର୍କ ରୁହନ୍ତୁ

ଭୁବନେଶ୍ବର,୧୪/୪ (ଓଡ଼ିଆ ନ୍ୟୁଜ):  ରାଜଧାନୀରେ କରୋନା ଦିନକୁଦିନ ବ୍ୟାପିବାରେ ଲାଗିଛି । ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ଛୁଇଁଛି । ପୂର୍ବରୁ ଯେଉଁମାନେ ସଂକ୍ରମିତ ହୋଇଥିଲେ ସେମାନଙ୍କର ଅନ୍ୟ ରାଜ୍ୟ ବା ଦେଶ ସହ ପ୍ରତ୍ୟକ୍ଷ ବା ପରୋକ୍ଷ ସଂଯୋଗ ରହିଥିଲା। ସେମାନେ ବିଦେଶରୁ ବା ଅନ୍ୟ…
Read More...

ମୁମ୍ବାଇ ଷ୍ଟେସନରେ ହଜାର ହଜାର ଶ୍ରମିକ।

ମୁମ୍ବଇ,(ବ୍ୟୁରୋ) : ଦେଶରେ କରୋନା ଭୂତାଣୁ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସରକାର ଆଜି ତାଲା ବନ୍ଦ ଅବଧିକୁ ମେ ୩ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ, ତାଲା ବନ୍ଦ ଦିନଠାରୁ ବିଭିନ୍ନ ସହରରେ ଫସି ରହିଥିବା…
Read More...

କରୋନା ଯୋଦ୍ଧାଙ୍କୁ ଧନ୍ୟବାଦ ଜଣାଇଲେ ରାଜ୍ୟପାଳ।

ଭୁବନେଶ୍ୱର, ୧୪ା୪ (ଓଡ଼ିଆ ନ୍ୟୁଜ): ଭାରତୀୟ ସମ୍ବିଧାନର ପ୍ରଣେତା ଭିମରାଓ ଆମ୍ବେଦକରଙ୍କ ଜୟନ୍ତି ଅବସରରେ ଭିଡ଼ିଓ ବାର୍ତ୍ତା ଜାରି କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ୍ । ସମ୍ବିଧାନ ପ୍ରଣେତା ଭିମରାଓ ଆମ୍ବେଦକରଙ୍କ ଅବଦାନକୁ ରାଜ୍ୟପାଳ ପ୍ରଶଂସା କରିବା ସହ କରୋନା ମୁକାବିଲାରେ ରାଜ୍ୟ…
Read More...

ଘୁଞ୍ଚିଲା ଓଜେଇଇ ପରୀକ୍ଷା।

ଭୁବନେଶ୍ୱର, ୧୪।୪(ବ୍ୟୁରୋ): ମେ’ ମାସ ପ୍ରଥମ ସପ୍ତାହରେ ହେବାକୁ ଥିବା ଓଡ଼ିଶା ଜଏଣ୍ଟ୍‌ ଏଣ୍ଟ୍ରାନ୍ସ ଏଗ୍‌ଜାମିନେଶନ (ଓଜେଇଇ)କୁ ଘୁଞ୍ଚାଇ ଦିଆଯାଇଛି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲକ୍‌ଡାଉନ ଅବଧି ବୃଦ୍ଧି କରିଥିବାରୁ ମେ ପ୍ରଥମ ସପ୍ତାହରେ ଓଜେଇଇ କରିବା ସମ୍ଭବ ନୁହେଁ। ଏ…
Read More...

ପିଲାମାନଙ୍କ ଘରେ ପହଞ୍ଚିବ ପଢାବହି- ଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର, ୧୪।୪(ଓଡ଼ିଆ ନ୍ୟୁଜ): କରୋନା ସ°କ୍ରମଣ ହେତୁ ସ୍କୁଲ ଗୁଡିକୁ ବନ୍ଦ କରିଦିଆଯାଇଥିଲା। ଲକଡାଉନ୍ ସମୟ ମେ ୩ ତାରିଖକୁ ବୁଦ୍ଧି ହେବାପରେ ପିଲାମାନଙ୍କର ପାଠପଢାକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ଘରେ ପାଠ୍ୟ ପୁସ୍ତକ ପହଞ୍ଚାଯିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ…
Read More...

ରାଜ୍ୟରେ ୧୬ଟି ଜିଲ୍ଲାରେ ୧୭ କୋଭିଡ-୧୯ ହସ୍ପିଟାଲ।

ଭୁବନେଶ୍ୱର, ୧୪ା୪(ଓଡ଼ିଆ ନ୍ୟୁଜ): ଭାରତରେ କରୋନା କାୟା ବିସ୍ତାର କରୁଥିବା ବେଳେ ବିଭିନ୍ନ ରାଜ୍ୟ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଥିମଧ୍ୟରୁ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଳିଷ୍ଠ ପଦକ୍ଷେପ ଓ ରାଜ୍ୟ ବାସୀଙ୍କ ସାହାଯ୍ୟ ସହଯୋଗ ପାଇଁ ଓଡିଶା ଅନ୍ୟ ରାଜ୍ୟଠାରୁ ବହୁ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଆପଣଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ସହ ପ୍ରତ୍ୟେକ କାମକୁ ଶୃଙ୍ଖଳିତ ଭାବରେ ସମ୍ମାନର ସହ ସମାପନ କରିପାରିବେ। ଘରକାମ ହେଉ କିମ୍ବା କର୍ମକ୍ଷେତ୍ରର କାମ ହେଉ, କୌଣସି କାମ ଅଟକି ରହିବନାହିଁ। ଭଟ୍ଟା ପଡିଯାଇଥିବା ବନ୍ଧୁଙ୍କ ସହ ସମ୍ପର୍କ ପୁଣି ଯୋଡି ହୋଇଯିବ। ଆର୍ଥିକ ଦିଗଟି ଭଲ…
Read More...

ଅନଲାଇନ କ୍ଲାସରେ ଆସିଗଲା ସେକ୍ସ ଭିଡିଓ।ତାପରେ କଣ ହେଲା ଜାଣନ୍ତୁ

କଟକ,(ଓଡ଼ିଆ ନ୍ୟୁଜ):କରୋନା ପାଇଁ ସାରା ରାଜ୍ୟରେ ଲକ୍ ଡାଉନ୍ । ସ୍ପୁଲ କଲେଜ ଛୁଟି । ତେଣୁ ପିଲାଙ୍କ ପାଠପଢ଼ା ଯେପରି ବ୍ୟାଘାତ ନହେବ ସେଥିପାଇଁ କିଛି ଶିକ୍ଷାନୁଷ୍ଠାନ ଆରମ୍ଭ କରିଛନ୍ତି ଅନ ଲାଇନ କ୍ଳାସ ।ସେମିତି କଟକ ଚାଉଳିଅଗଂଜର ଏକ ପ୍ରତିଷ୍ଠିତ ପ୍ରତିଷ୍ଠାନର ଦ୍ୱାଦଶ ଶ୍ରେଣୀର ଅନ ଲାଇନ…
Read More...

ଓଡିଶାବାସୀଙ୍କୁ ରାଜ୍ୟ ସରକାରଙ୍କ ପଦକ୍ଷେପ ଉପରେ ସୂଚନା ଦେଲେ ବାଗଚୀ

ଭୁବନେଶ୍ବର,୧୩/୪(ଓଡ଼ିଆ ନ୍ୟୁଜ) : ରାଜ୍ୟରେ କରୋନା ସ୍ଥିତିକୁ ନେଇ ପ୍ରତିଦିନ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଉଛି। ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ, ମହିଳା ଓ ଶିଶୁ ବିକାଶ ଏବଂ ମିଶନ…
Read More...

୪ ଆକ୍ରାନ୍ତଙ୍କ ଗ୍ରସ୍ତ ବିବରଣୀ।

ଭୁବନେଶ୍ୱର,୧୩/୪(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଚିହ୍ନଟ ହୋଇଥିବାଚାରି ଆକ୍ରାନ୍ତଙ୍କ ଗସ୍ତ ବିବରଣୀ ସମ୍ପର୍କରେ ଜଣାପଡ଼ିଛି । ୫୧ନମ୍ବର ଆକ୍ରାନ୍ତଙ୍କ ବୟସ ୬୭ବର୍ଷ । ତାଙ୍କ ଘର ସୁନ୍ଦରଗଡ଼ ବିସ୍ରା ଅଞ୍ଚଳରେ । ସେ ଦିଲ୍ଲୀ ନିଜାମୁଦ୍ଦିନ ଫେରନ୍ତା ବୋଲି ସ୍ପଷ୍ଟ ହୋଇଛି । ଆକ୍ରାନ୍ତ ଜଣଙ୍କ…
Read More...