banner
Breaking

୧୫ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ଇସ୍ତାନବୁଲ,୯।୨ : ତୁର୍କୀ ଏବଂ ସିରିଆରେ ହୋଇଥିବା ଭୂକମ୍ପ ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ନୂତନ ଆକଳନ ଅନୁଯାୟୀ, ଏପର୍ଯ୍ୟନ୍ତ ୧୫ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଆହତଙ୍କ ସଂଖ୍ୟା ୮୦ ହଜାରରୁ ଅଧିକ ହୋଇଛି। ବହୁ ସଂଖ୍ୟକ ଲୋକ ଏପର୍ଯ୍ୟନ୍ତ…
Read More...

ନିଜ ଫଟୋ ଦେଖି ହସିଲା ଗୋପାଳ

ଝାରସୁଗୁଡା : ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ଅଭିଯୁକ୍ତ ଗୋପାଳ ଦାସଙ୍କର ହେବ ନାର୍କୋ ଟେଷ୍ଚ । ଏଥିପାଇଁ ସେ ଝାରସୁଗୁଡା ବିମାନ ବନ୍ଦରରୁ କୋଲକାତା ପରେ ଗୁଜରାଟର ଅହମଦାବାଦ ଯାଇଛି। ଏହିଠାରେ ତାଙ୍କର ନାର୍କୋ ଟେଷ୍ଟ ହେବ। ସେ ଏହି ଘଟଣାକୁ ନେଇ ଯେଉଁ ବୟାନ ତଦନ୍ତକାରୀ ଟିମକୁ ଦେଇଛନ୍ତି…
Read More...

ଓଡ଼ିଶାର ସମସ୍ତ ଗ୍ରାମରେ ମିଳିବ ୪ଜି ସେବା

ଭୁବନେଶ୍ୱର,୯।୨: ଭାରତ ସରକାରଙ୍କ ମେକ ଇନ ଇଣ୍ଡିଆ ଓ ଡିଜିଟାଲ ଇଣ୍ଡିଆ ପରିକଳ୍ପନାକୁ ସାକାର କରିବାକୁ କେନ୍ଦ୍ର ସରକାରଙ୍କ ଟେଲିକମ ବିଭାଗ (ଡିଓଟି) ବେଶ ଗୁରୁତ୍ୱାରୋପ କରୁଥିବା ଜଣାପଡିଛି। ଏପରିକି ଦେଶର ଟେଲି ଯୋଗାଯୋଗକୁ ଅଗ୍ରାଧିକାର ଭିତ୍ତିରେ ବିକଶିତ କରିବାକୁ ଡିଓଟି ବ୍ୟାପକ ଯୋଜନା…
Read More...

ମେସିନରୁ ବାହାରିବ କଏନ

ନୂଆଦିଲ୍ଲୀ : ଖୁବ୍‌ଶୀଘ୍ର ମୋବାଇଲ୍‌ ଫୋନ୍‌ ଜରିଆରେ କଏନ ବାହାର କରିହେବ। ଆର୍‌ବିଆଇ ଏଥିପାଇଁ ସାରା ଦେଶରେ କଏନ୍‌ ଭେଣ୍ଡିଂ ମେଶିନ ସ୍ଥାପନ କରିବାକୁ ଯାଉଛି। କ୍ୟୁଆର୍‌ କୋଡ୍‌ ଦ୍ୱାରା ଏହାକୁ ସ୍କାନ କରାଯାଇପାରିବ। ପରେ ମେଶିନରୁ ମୁଦ୍ରା ବାହାର କରିହେବ। ତେବେ ଆର୍‌ବିଆଇ ଆଗାମୀ ଦିନରେ…
Read More...

ପୁଣି ୫ ଦିନ ରିମାଣ୍ଡରେ ଗୋପାଳ

ଝାରସୁଗୁଡ଼ା : ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ପୁଣି ୫ ଦିନ ରିମାଣ୍ଡରେ ଯାଇଛନ୍ତି ଅଭିଯୁକ୍ତ ଗୋପାଳ ଦାସ। ବୁଧବାର ତୃତୀୟ ପର୍ଯ୍ୟାୟରେ ୫ ଦିନ ରିମାଣ୍ଡରେ ନେବାକୁ ଝାରସୁଗୁଡ଼ା ଜେଏମ୍‌ଏଫ୍‌ସି କୋର୍ଟ ଅନୁମତି ଦେଇଛନ୍ତି। ଏହି ସମୟରେ ଗୋପାଳଙ୍କର ନାର୍କୋ ଏବଂ ପଲିଗ୍ରାଫ୍‌…
Read More...

ବିଡ଼ିଏ ଇପିଏଫ ପେନସନ ଭୋଗୀଙ୍କ ବୈଠକ

ଭୂବନେଶ୍ଵର, - ଭୂବନେଶ୍ଵର ଉନ୍ନୟନ କର୍ତ୍ତୃପକ୍ଷ ( ବିଡ଼ିଏ)ର ଇପିଏଫ ପେନସନ ଭୋଗୀ ବରିଷ୍ଠ ନାଗରିକ ମାନଙ୍କର ଏକ ବୈଠକ ଆଜି ୟୁନିଟ-୩, ଖାରବେଳ ନଗର ଠାରେ ଅନୁଷ୍ଠିତ ହୋଇଯାଇଅଛି । ଅବସରପ୍ରାପ୍ତ କର୍ମଚାରୀ କଲ୍ୟାଣ ସମିତିର ସଭାପତି ତଥା ପୂର୍ବତନ ବିଧାୟକ ପ୍ରୀୟଦର୍ଶୀ ମିଶ୍ରଙ୍କ…
Read More...

ରୋଗର ପୂର୍ବାନୁମାନ ଏବଂ ତ୍ବରିତ ଚିକିତ୍ସା ପ୍ରଦାନ କ୍ଷେତ୍ରରେ ଉପଯୋଗୀ ସାଜିବ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ

ଭୁବନେଶ୍ୱର : ଜରୁରୀକାଳୀନ କ୍ଷେତ୍ରରେ ତ୍ବରିତ ଚିକିତ୍ସା ସେବା ଯୋଗାଇବା ନିମନ୍ତେ ରୋଗର ଶୀଘ୍ର ଚିହ୍ନଟ କରିବା ବେଶ ଗୁରୁତ୍ୱପୂର୍ଣ୍ଣ। ଯେତେବେଳେ କର୍କଟ କିମ୍ବା ପକ୍ଷାଘାତ (ପାରାଲିସିସ୍‌/ବ୍ରେନ୍‌ ଷ୍ଟ୍ରୋକ୍) ରୋଗୀଙ୍କୁ ଡାକ୍ତରଖାନାର ଜରୁରୀକାଳୀନ ବିଭାଗରେ ଭର୍ତ୍ତି କରାଯାଏ, ରୋଗୀଙ୍କୁ…
Read More...

ଇଂ ମାୟାଧର ସ୍ବାଇଁ ପାଇବେ ବିଜ୍ଞାନ ପୁରସ୍କାର

ଭୁବନେଶ୍ୱର,୮।୨(ବ୍ୟୁରୋ): ଓଡ଼ିଶାର ଜଣାଶୁଣା ଜନପ୍ରିୟ ବିଜ୍ଞାନ ଲେଖକ ଇଂ ମାୟାଧର ସ୍ବାଇଁଙ୍କୁ ବିଜ୍ଞାନକୁ ଜନପ୍ରିୟ କରିବାରେ ତାଙ୍କର ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ଜନପ୍ରିୟ ବିଜ୍ଞାନ ପୁରସ୍କାରରେ ସମ୍ମାନିତ କରାଯିବ। ୨୦୨୨ ମସିହା ନିମିତ୍ତ ଏହି ଜାତୀୟ ପୁରସ୍କାର ପ୍ରଦାନ କରିବାକୁ…
Read More...

ମେୟର ନିର୍ବାଚନ ନେଇ ଜବାବ ତଲବ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ସୁପ୍ରିମକୋର୍ଟ ଦିଲ୍ଲୀର ଉପରାଜ୍ୟପାଳଙ୍କ କାର୍ଯ୍ୟାଳୟକୁ ନୋଟିସ ଜାରି କରଛନ୍ତି। ନୋଟିସରେ ମେୟର ନିର୍ବାଚନ ସମ୍ପର୍କରେ ଜବାବ ତଲବ କରାଯାଇଛି। ଆମ ଆଦମୀ ପାର୍ଟିର ମେୟର ପ୍ରାର୍ଥୀ ଶୈଲି ଓବରୋଇଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ଆବେଦନର ଶୁଣାଣି ସମୟରେ ସୁପ୍ରିମକୋର୍ଟ ଏହି…
Read More...

ରେପୋ ହାର ବୃଦ୍ଧି କଲା ଆରବିଆଇ

ନୂଆଦିଲ୍ଲୀ,୮।୨ : ସାଧାରଣ ଲୋକ ପୁଣି ଥରେ ମହଙ୍ଗା ମାଡ଼ର ସମ୍ମୁଖୀନ ହେଉଛନ୍ତି। ଏବେ ଘର କିମ୍ବା କାର୍‌ ଋଣ କରି ଏହାର କିସ୍ତି ଦେବା ମହଙ୍ଗା ହେବ। ଭାରତୀୟ ରିଜର୍ଭ ବ୍ୟାଙ୍କ ବୁଧବାର ଏକ ବଡ ପଦକ୍ଷେପ ନେଇଛି। ଆରବିଆଇ ରେପୋ ହାର ବୃଦ୍ଧି କରିଛି। ଏହି ବୃଦ୍ଧି ସହିତ ଋଣ ନେବା ଅଧିକ ମହଙ୍ଗା…
Read More...