banner
Breaking

ଚିନ୍ତା ବଢ଼ାଇଛି ବିଳମ୍ବ ରିପୋର୍ଟ।

ସମ୍ବଲପୁର, (ବ୍ୟୁରୋ): ସମଗ୍ର ରାଜ୍ୟର ବିଭିନ୍ନ ଜିଲାରେ କରୋନା ଭୂତାଣୁ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ପଶ୍ଚିମ ଓଡିଶାର କଳାହାଣ୍ଡି ଓ ସୁନ୍ଦରଗଡ ଜିଲାରେ ୨ଟି ଲେଖାଏଁ ପଜିଟିଭ ରିପୋର୍ଟ ପ୍ରକାଶ ପାଇଛି । ଏହାକୁ ନେଇ ସମ୍ବଲପୁର ଜିଲାବାସୀଙ୍କ ମନରେ ଭୟର ବାତାବରଣ ଖେଳି…
Read More...

ରାଜଧାନୀରେ ଚୋରି।

ଭୁବନେଶ୍ଵର : କରୋନା ମହାମାରୀ ପାଇଁ ସାରା ରାଜ୍ୟ ଲକ୍ ଡାଉନ ହୋଇ ରହିଛି । ରାଜ୍ୟ ରାଜଧାନୀ ଭୁବନେଶ୍ଵର ରାଜ୍ୟର କରୋନା ହଟସ୍ପଟ ଭାବେ ଚିହ୍ନଟ ହେବାପରେ କଡାକଡି ଭାବେ ପାଳନ ହେଉଛି ଲକ୍ ଡାଉନ ଆଇନ । ସଦାସର୍ବଦା ଜନଗହଳିରେ ପୂର୍ଣ୍ଣ ରହୁଥିବା ରାଜଧାନୀ ବର୍ତ୍ତମାନ ଖାଁ ଖାଁ ଲାଗୁଛି । ଏହାରି…
Read More...

ଓଡିଶାବାସୀଙ୍କୁ ମହାବିଷୁବ ସ°କ୍ରାନ୍ତି ଓ ରାଜଧାନୀ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩/୪(ଓଡ଼ିଆ ନ୍ୟୁଜ) : ଆଜି ହେଉଛି ପବିତ୍ର ମହା ବିଷୁବ ସଂକ୍ରାନ୍ତି । ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି । ଆଜିର ଦିନକୁ ଓଡ଼ିଆ ନବବର୍ଷ ହିସାବରେ ମଧ୍ୟ ପାଳନ କରାଯାଏ । ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି…
Read More...

ଗରିବ ଲୋକଙ୍କୁ ସାହାଯ୍ୟ କରିବାକୁ ପରାମର୍ଶ ଦେଲେ ଧର୍ମେନ୍ଦ୍ର ପ୍ରଧାନ।

ଅନୁଗୋଳ , ୧୩।୪(ଓଡ଼ିଆ ନ୍ୟୁଜ)- ଅନୁଗୋଳ ଜିଲାର ବରିଷ୍ଠ ଭାଜପା ନେତାମାନଙ୍କ ସହ ରବିବାର ଭିଡିଓ କନ୍‌ଫରେନ୍ସ (ଭିସି) ମାଧ୍ୟମରେ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଦଳୀୟ ନେତାମାନଙ୍କୁ ନାନା ପରାମର୍ଶ ଦେଇଥିଲେ। ପ୍ରଧାନ କହିଥିଲେ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି କୌଣସି ପ୍ରିୟବନ୍ଧୁଙ୍କ ଆଗମନର ସୂଚନା ପାଇବା ସାଙ୍ଗକୁ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଆନୁଷ୍ଠାନିକ କାମରେ ସହଯୋଗ ଓ ସୁଖ ସମ୍ମାନ ପାଇ ଖୁସି ହେବେ । ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ବୃଷ:-ଆଜି ଆପଣଙ୍କ ସ୍ବାସ୍ଥ୍ୟ ଭଲ ରହିବ ଏବଂ ଭୋଗବିଳାସରେ…
Read More...

ରାସନକାର୍ଡଧାରୀ ମାନଙ୍କୁ ୩ ମାସ ପାଇଁ ଚାଉଳ ଓ ଡାଲି ମାଗଣା ଦିଆଯିବ।

ଭୁବନେଶ୍ୱର,୧୨/୪(ଓଡ଼ିଆ ନ୍ୟୁଜ) :- କରୋନା ଭୂତାଣୁ ସଂକ୍ରମଣ ଯୋଗୁଁ ଓଡ଼ିଶା ସମେତ ସାରା ଦେଶରେ ଲକ୍‌ ଡାଉନ୍‌ ଜାରି କରାଯାଇଥିବା ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ରାଜ୍ୟର ଖାଦ୍ୟ ସୁରକ୍ଷା ଯୋଜନା ଓ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନ୍ତର୍ଭୁକ୍ତ…
Read More...

LIC ପ୍ରିମୀୟମ ସମୟସୀମା ଏକମାସ ବୃଦ୍ଧି।

ଭୁବନେଶ୍ୱର,୧୨।୪: କରୋନା ପାଇଁ ଲୋକମାନେ ଏବେ ବିଭିନ୍ନ ସମସ୍ୟାର ସାମ୍ନା କରୁଛନ୍ତି। ଏହାକୁ ଧ୍ୟାନରେ ରଖି ଲାଇଫ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ(ଏଲ୍‌ଆଇସି) ପକ୍ଷରୁ ବିଭିନ୍ନ ପଦକ୍ଷେପ ହାତକୁ ନିଆଯାଇଛି। ଚଳିତ ବର୍ଷ ମାର୍ଚ୍ଚ ଏବଂ ଏପ୍ରିଲ ଲାଗି ଦେୟ ସମୟସୀମା ଗୋଟିଏ ମାସ…
Read More...

ଦିଲ୍ଲୀରେ ଭୂକମ୍ପ।

ନୂଆଦିଲ୍ଲୀ,୧୨।୪: ଦିଲ୍ଲୀରେ ରବିବାର ଅପରାହ୍ନ ୫ଟା ୪୫ରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୫ ଥିଲା ବୋଲି ଜାତୀୟ ଭୂକମ୍ପ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଭୂଗର୍ଭର ୮ କିଲୋମିଟର ତଳେ ଭୂକମ୍ପର କେନ୍ଦ୍ର ଥିଲା ବୋଲି ଅନୁମାନ କରାଯାଉଛି। ଭୂକମ୍ପ…
Read More...

କାଲି ୪ ଆକ୍ରାନ୍ତଙ୍କ ମଧ୍ୟରେ କିଏ କେଉଁଠୁ ଜାଣନ୍ତୁ।

ଓଡିଶା ୧୨/୪ : ଗତକାଲି ରାଜ୍ୟରେ ଚିହ୍ନଟ ହୋଇଥିବା ୪ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଦୁଇ ଜଣ ସୁନ୍ଦରଗଡ ଜିଲାର ହୋଇଥିବା ବେଳେ ଜଣେ କେନ୍ଦ୍ରାପଡାର ଏବଂ ଅନ୍ୟ ଜଣେ ଭୁବନେଶ୍ଵରୁ ହୋଇଥିବା ଜଣାପଡିଛି। ଗତକାଲି ରାତିରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନୂଆ ୪ କରୋନା ଆକ୍ରାନ୍ତ ଚିହ୍ନଟ…
Read More...

ଓଡିଶାରେ ଆଉ ୪ ଆକ୍ରାନ୍ତ। ମୋଟ ୫୪ ଜଣକୁ ବୃଦ୍ଧି।

ଭୁବନେଶ୍ବର: ରାଜ୍ୟରେ ଶନିବାର ରାତିରେ ଆଉ ଚାରି ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଓଡ଼ିଶାରେ କରୋନା ରୋଗୀଙ୍କ ସଂଖ୍ୟ ୫୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଜରିଆରେ ସୂଚନା ଦିଆଯାଇଛି। ତେବେ ଏ ମଧ୍ୟରୁ ୧୨ ଜଣ…
Read More...