banner
Breaking

କେନ୍ଦ୍ରାପଡାରେ କରୋନା ପଜିଟିଭ୍ ବହାରିବା ପରେ ୧୨ ଗାଁ ସିଲ୍।

କେନ୍ଦ୍ରାପଡ଼ା, ୭ା୪(ଓଡ଼ିଆ ନ୍ୟୁଜ): କେନ୍ଦ୍ରାପଡ଼ାରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଆଜି ଆଳି ବ୍ଲକର ୧୨ଟି ଗାଁକୁ ସିଲ୍ କରାଯାଇଛି । ପ୍ରଶାସନ ପକ୍ଷରୁ ଗାଁକୁ ଯିବା ଆସିବା ଉପରେ ମଧ୍ୟ କଟକଣା ଲାଗୁ କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ ଗତକାଲି କେନ୍ଦ୍ରାପଡ଼ାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ…
Read More...

ରାଜ୍ୟରେ ବର୍ତ୍ତମାନ ୧୫୪୭ ଶଯ୍ୟା ବିଶିଷ୍ଟ ୭ଟି ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ୍ କାର୍ଯ୍ୟକ୍ଷମ ହୋଇସାରିଛି- ସୁବ୍ରତୋ…

ଭୁବନେଶ୍ୱର,୬/୪(ଓଡ଼ିଆ ନ୍ୟୁଜ): ସୋମବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି ଯେ ଓଡ଼ିଶାରେ ତୃତୀୟ ସରକାରୀ କୋଭିଡ୍-୧୯ ହସ୍ପିଟାଲ୍ କାର୍ଯ୍ୟାରମ୍ଭ କରିଛି।…
Read More...

ହାଇଡ୍ରୋକ୍ସି କ୍ଲୋରୋକୁଇନ ଔଷଧ ରପ୍ତାନୀ ପାଇଁ ମୋଦୀଙ୍କୁ ଟ୍ରମ୍ପଙ୍କ ନିବେଦନ

ଆମେରିକା : ଆମେରିକାକୁ ହାଇଡ୍ରୋକ୍ସିକ୍ଲୋରୋକୁଇନ ରପ୍ତାନୀ କରିବା ଲାଗି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତକୁ ନିବେଦନ କରିଛନ୍ତି। ଏଥିନେଇ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ ଶନିବାର ପୂର୍ବାହ୍ଣରେ ଫୋନ ଯୋଗେ ଆଲୋଚନା କାରିଥିବା ଟ୍ରମ୍ପ ହ୍ବାଇଟହାଉସଠାରେ ସୂଚନା…
Read More...

ଏଥର ସାମାଜିକ ଦୂରତା ରକ୍ଷା ନକଲେ କାର୍ଯ୍ୟାନୁଷ୍ଠାନ।

ଭୁବନେଶ୍ୱର,୬/୪(ଓଡ଼ିଆ ନ୍ୟୁଜ) : ରାଜଧାନୀ ଭୁବନେଶ୍ୱରରୁ ରବିବାର ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକଙ୍କୁ ଭୟଭୀତ ନ ହେବା ପାଇଁ ଟ୍ବିଟ କରି ଜଣାଇବାସହ ସାମାଜିକ ଦୂରତାର ଉଲ୍ଲଂଘନକଲେ ଅପରାଧିକ କାଯ୍ୟକଳାପ ଭାବେ ଗ୍ରହଣ କରାଯାଇ ଦଣ୍ଡବିଧାନ…
Read More...

ଭୁବନେଶ୍ୱରରେ ସ°କ୍ରମିତଙ୍କର ପରିବାର ଲିଙ୍କ ରହିଛି। ଭୟଭୀତ ହେବା ନାହିଁ।

ଭୁବନେଶ୍ୱର, ୬।୪(ଓଡ଼ିଆ ନ୍ୟୁଜ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସ°ଖ୍ୟା ୩୯ରେ ପହଞ୍ଚିଛି। ଏଥିରୁ ୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୭ଜଣ ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେବେ ଏହି ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱରର ୩୦ଜଣ ରହିଛନ୍ତି। ଗତ ୩ଦିନ ମଧ୍ୟରେ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ସ୍ବାସ୍ଥ୍ୟପ୍ରତି ସଚେତନ ରହି କାମ କରନ୍ତୁ ନତୁବା ଶନିକ୍ଷେତ୍ର ଏବଂ ଶନିଙ୍କ ସହ ମଙ୍ଗଳ ହେତୁ ଥଣ୍ଡାଜ୍ୱର ହୋଇପାରେ । କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିବାର ଆଶଙ୍କା ରହିଛି। ପରୋକ୍ଷ ଶତ୍ରୁତା ଜନିତ ଶିଳ୍ପ,ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ୟ…
Read More...

ଗୋଟିଏ ଦିନରେ ୧୮ ପଜିଟିଭ୍। ୧୫ ବମିଖାଲ ଅଞ୍ଚଳର

ଭୁବନେଶ୍ୱର, ୫।୪(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ଭୁବନେଶ୍ୱରର ଏଥି ମଧ୍ୟରୁ ୧୫ ଜଣ ବମିଖାଲ ଅଞ୍ଚଳର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସେମାନଙ୍କ ଟ୍ରାଭେଲ ହିଷ୍ଟ୍ରି ଅଛି କି ନାହିଁ, ସେ ସମ୍ପର୍କରେ…
Read More...

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ପରାମର୍ଶ ଦେଲେ ଆୟୁଷ ମନ୍ତ୍ରଣାଳୟ।

ଦିଲ୍ଲୀ, ୫/୪ : ଭାରତୀୟ ଆର୍ୟୁବେଦ ଓ ବିଭିନ୍ନ ବିଜ୍ଞାନଧର୍ମୀ ପ୍ରକାଶନକୁ ଭିତ୍ତି କରି ଆୟୁଷ ମନ୍ତ୍ରଣାଳୟ ଲୋକମାନଙ୍କ ରୋଗ ପ୍ରତିରୋଧକ ଶକ୍ତିକୁ ବୃଦ୍ଧି କରିବା ଓ ସେମାନଙ୍କୁ ପ୍ରତିଷେଧକ ମୂଳକ ପଦକ୍ଷେପ ଅବଲମ୍ବନ କରିବା ପାଇଁ କେତେକ ପରାମର୍ଶ ଦେଇଛନ୍ତି । ବିଶେଷ କରି କୋଭିଡ୍‍ -୧୯…
Read More...

ଲକଡାଉନ୍ ବଳରେ କରୋନାକୁ ରୋକିବାରେ ଭାରତ ସଫଳ। କେନ୍ଦ୍ର ଯୁଗ୍ମ ସଚିବ

ଦିଲ୍ଲୀ, ୫/୪(ବ୍ୟୁରୋ) : ଭାରତରେ କୋଭିଡ୍‍-୧୯ ସଂକ୍ରମିତ ଲୋକଙ୍କ ସଂଖ୍ୟା ଲଗାତାର ବୃଦ୍ଧି ପାଉଥିଲା ବେଳେ ଏହି ସଂଖ୍ୟା ଅନ୍ୟ ଦେଶ ତୁଳନାରେ ଯଥେଷ୍ଟ କମ ରହିଥିବା ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲବ୍‍ ଅଗ୍ରୱାଲ କହିଛନ୍ତି। ଗୃହ ମନ୍ତ୍ରଣାଳୟ ଯୁଗ୍ମ ସଚିବ ପି.ଏସ୍‍.…
Read More...

ତିନି ଆକ୍ରାନ୍ତଙ୍କ ତଥ୍ୟ ଦେଲେ ବିଏମସି କମିଶନର-ପ୍ରେମଚାନ୍ଦ ଚୌଧୁରୀ

ଭୁବନେଶ୍ୱର,୫/୪(ଓଡ଼ିଆ ନ୍ୟୁଜ) ରାଜଧାନୀ ଭୁବନେଶ୍ୱରର ସୂର୍ଯ୍ୟନଗର, ବମିଖାଲ୍‌ ଓ ପୁରୀ ଜିଲ୍ଲାରେ ଚିହ୍ନଟ ହୋଇଥିବା କୋଭିଡ୍-୧୯ ଆକ୍ରାନ୍ତ କେମିତି ଏହି ରୋଗରେ ଆକ୍ରାନ୍ତ ହେଲେ ତାହା ଆଜି ଜଣାପଡ଼ିଛି। ସେମାନଙ୍କର ବାହାର ରାଜ୍ୟ ସହିତ ଲିଙ୍କ୍ ରହିଛି ବୋଲି ସୂଚନା ଦେଇଛନ୍ତି ବିଏମ୍‌ସି…
Read More...