banner
Breaking

କରୋନାର ୯ଟି ଲକ୍ଷଣ।

ଭୁବନେଶ୍ୱର: କରୋନା ଭାଇରସ ବିଶ୍ୱରେ ଆତଙ୍କ ଖେଳାଇଛି। ସାରା ବିଶ୍ୱର ବୈଜ୍ଞାନିକମାନଙ୍କ କହିବା ଅନୁଯାୟୀ, କରୋନା ଭାଇରସର ଲକ୍ଷଣ ସାଧାରଣତଃ ଥଣ୍ଡା ଭଳି ହୋଇଥାଏ । ଏହି ଭାଇରସରେ ଆକ୍ରାନ୍ତ ରୋଗୀମାନଙ୍କୁ ଚିହ୍ନିବା କଷ୍ଟ ହୋଇଥାଏ। ଏହି କାରଣରୁ ଲୋକମାନେ ଶୀଘ୍ର ଏହି କିଲର କରୋନା ଭାଇରସର…
Read More...

ଲକଡାଉନ୍ ନମାନିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ।

ଭୁବନେଶ୍ୱର,୩୦।୩(ବ୍ୟୁରୋ)- ମହାମାରୀ କରୋନା ସଂକ୍ରମଣ ରୋକିବାକୁ ସାରା ଭାରତ ଏବେ ଲକ୍‌ଡାଉନ୍‌। ଓଡ଼ିଶାରେ ମଧ୍ୟ ଲକ୍‌ଡାଉନକୁ ସଫଳ କରିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର ପଦକ୍ଷେପ ନେଉଛନ୍ତି। ତେବେ ସରକାରଙ୍କ ଲକ୍‌ଡାଉନ୍‌ ନିର୍ଦ୍ଦେଶକୁ ବର୍ତ୍ତମାନ ସମୟରେ ରାଜ୍ୟର ୯୦ ପ୍ରତିଶତ ବ୍ୟକ୍ତି…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:- କେତେଦିନ ହେଲା ଯାହା ପାଇବା ପାଇଁ ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। କେତେକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।…
Read More...

ସମ୍ ହସ୍ପିଟାଲ ପରିଦର୍ଶନ କଲେ ୫ଟି ସଚିବ।

ଭୁବନେଶ୍ବର : ମହାମାରୀ କରୋନାର ମୁକାବିଲା ପାଇଁ ସମ ହସ୍ପିଟାଲ ଠାରେ ୫୦୦ ଶଯ୍ୟା ବିଶିଷ୍ଟ କୋଭିଡ୍-୧୯ ହସ୍ପିଟାଲର ନିର୍ମାଣ କାର୍ଯ୍ୟ ଚାଲିଛି। ଆଜି ୫-ଟି ସଚିବ ଭି.କେ ପାଣ୍ଡିଆନ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓ କୃଷି ବିଭାଗର ପ୍ରମୁଖ ସଚିବ ସୌରଭ ଗର୍ଗ ଏହି ନୂତନ ହସ୍ପିଟାଲ…
Read More...

ଲକଡାଉନ୍ ବଳରେ ଆମେ କରୋନାକୁ ଦୁରେଇ ଦେଇପାରିବା।

ନୂଆଦିଲ୍ଲୀ: ଭାରତରେ ଲକ୍‌ଡାଉନ ଯୋଗୁ କରୋନା ସଂକ୍ରମଣ ହାର ହ୍ରାସ ପାଇଛି। ଯଦି ଏହାକୁ ବଳବତ୍ତର ରଖାଯାଏ ତାହେଲେ ଆମେ କରୋନା ମୁକ୍ତ ହୋଇପାରିବା। ଗତ ୪ ଦିନର ତଥ୍ୟକୁ ଧ୍ୟାନ ଦେଲେ ଏହା ଜଣାପଡ଼ୁଛି। ସଂକ୍ରମିତଙ୍କ ସଂଖ୍ୟା ପୂର୍ବାପେକ୍ଷା ବଢିଥିଲେ ହେଁ ଦୈନିକ ସଂକ୍ରମଣ ହାର କମିଛି। ୨୫…
Read More...

ପଶ୍ଚିମେଶ୍ବର ମନ୍ଦିର ପରିସରରେ ଚିକେନ ରାନ୍ଧି ପୂଜକ ଗିରଫ।

ତାଳଚେର,୩୦।୩(ବ୍ୟୁରୋ): ତାଳଚେରର ପ୍ରସିଦ୍ଧ ଶୈବପୀଠ ପଶ୍ଚିମେଶ୍ୱର ମନ୍ଦିର ପରିସରରେ ପୂଜକମାନେ ଚିକେନ ରୋଷେଇ କରି ଖାଇବା ମହଙ୍ଗା ପଡ଼ିଛି। ଏହି ଅଭିଯୋଗରେ ତାଳଚେର ପୋଲିସ ୩ ଜଣ ପୂଜକଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି। ତାଳଚେର ଥାନାରେ କେସ୍‌ ନଂ୧୧୭/୨୦ରେ ଏକ ମାମଲା ରୁଜୁ…
Read More...

ଲକ୍ ଡାଉନ୍ ବେଳେ ଭୋକିଲାଙ୍କୁ ଖାଦ୍ୟ ବାଣ୍ଟିଲେ ସ୍ୱେଚ୍ଛାସେବୀ

ଭୁବନେଶ୍ୱର, ୩୦।୩(ଓଡ଼ିଆ ନ୍ୟୁଜ)- କରୋନା ଭୂତାଣୁ ମୁକାବିଲା ପାଇଁ ସାରା ଦେଶରେ ଲକ୍ ଡାଉନ୍ ଘୋଷଣା କରାଯାଇଛି । ତାଲା ବନ୍ଦ ଯୋଗୁଁ ସହରରେ ଥିବା ସମସ୍ତ ହୋଟେଲ ,ଜଳଖିଆ ଦୋକାନ ଆଦି ବନ୍ଦ ରହିଛି । ଏହି ସମୟରେ ସହରବାସୀଙ୍କ ସେବାରେ ନିୟୋଜିତ ପୋଲିସ୍ କର୍ମଚାରୀ ଓ ବିଏମସି କର୍ମଚାରୀ ଭୋକ…
Read More...

ସରିଲା ବିଧାନସଭା। ବ୍ୟୟ ମଞ୍ଜୁରୀ ବିଲ ଅନୁମୋଦିତ। ସମସ୍ତଙ୍କୁ କରୋନା ଚିନ୍ତା।

ଭୁବନେଶ୍ୱର, ୩୦।୩(ଓଡ଼ିଆ ନ୍ୟୁଜ): କରୋନା (କୋବିଭ-୧୯) ସଂକ୍ରମଣକୁ ଦୃଷ୍ଟିରେ ରଖି ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟକୁ ସୀମିତ କରାଯାଇଛି। ମଙ୍ଗଳବାର ପାରିତ ହେବାକୁ ଥିବା ବ୍ୟୟମଞ୍ଜୁରୀ ବିଲ୍‌କୁ ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ମାର୍ଚ୍ଚ ୩୦ରେ ଗୃହିତ କରାଯାଇଛି। ୨୦୨୦-୨୧ ଆର୍ଥିକ…
Read More...

ମୋଦୀଙ୍କୁ ପ୍ରଶ°ସା କଲେ ସାମାଜିକ କର୍ମୀ।

ଓ୍ବାଶିଂଟନ,୩୦।୩: ଏବେ ବିଶ୍ୱର ଅଧିକାଂଶ ଦେଶ କରୋନା ଭାଇରସ ସହ ଲଢେଇ କରି ଚାଲିଛନ୍ତି। ତେବେ କରୋନା ସଂକ୍ରମଣକୁ ରୋକିବାକୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁ ପଦକ୍ଷେପ ନେଇଛନ୍ତି ତାହାକୁ ଏବେ ପ୍ରଶଂସା କରୁଛନ୍ତି କେତେଜଣ ସମାଜିକ କର୍ମୀ। ସେମାନେ କହିଛନ୍ତି କରୋନା ସଂକ୍ରମଣକୁ…
Read More...

କରୋନା ଅପଡେଟ ଓଡିଶାରେ ୩୭୦ ନମୁନାରୁ ସବୁ ନେଗେଟିଭ।

ଭୁବନେଶ୍ୱର, ୩୦ା୩ (ଓଡ଼ିଆ ନ୍ୟୁଜ): ପ୍ରତିଦିନ ପରି ଆଜି ମଧ୍ୟ କରୋନା ସମ୍ପର୍କିତ ନେଇ ୨୪ଘଣ୍ଟାର ଅପଡ଼େଟ ଦେଇଛନ୍ତି ଆଇଇସି ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ । ସେ କହିଛନ୍ତି ରାଜ୍ୟ ବାହାରେ ଓଡ଼ିଆ ଅଟକ ପଡ଼ିଛନ୍ତି । ଯିଏ ଯେଉଁଠି ଅଛନ୍ତି ସେଠି ରହିବାକୁ କେନ୍ଦ୍ର ନିର୍ଦ୍ଦେଶ ଦେଇଛି । ଏହାସହ…
Read More...