ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।
ମେଷ: ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ର ଚଳନ ହେତୁ କର୍ମ କ୍ଷେତ୍ରରେ ବିଶେଷ ସଫଳ ହେବ ନାହିଁ। ତଥାପି ସତ୍କର୍ମରେ ବ୍ୟୟ କରି ଆତ୍ମ ସନ୍ତୋଷ ଲାଭ କରିବେ। ଚଞ୍ଚଳ ସ୍ବଭାବର ହେବେ। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିବେ। କୋମଳ ଭାଷା ପ୍ରୟୋଗ କରି ଶ୍ରୋତାମାନଙ୍କ ମନକିଣିପାରନ୍ତି।…
Read More...
Read More...