banner
Breaking

କରୋନା ପାଇଁ ୟୁହାନକୁ ବାହ୍ୟ ଜଗତରୁ ବିଛିନ୍ନ କଲା ଚୀନ।

ଚୀନ,୨୬ା୧: ଚାଇନାରେ କରୋନା ଭୂତାଣୁ ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ଶନିବାର ୪୧ରେ ପହଞ୍ଚିଛି। ୧୩୦୦ରୁ ଊର୍ଦ୍ଧ୍ୱ ଲୋକ ଏଥିରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ୨୩୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଅନ୍ୟ ୧୯୬୫ ଜଣଙ୍କ ଠାରେ ଏହି ଭୂତାଣୁ ଥିବା ସନ୍ଦେହ କରାଯାଉଥିବାରୁ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଦୀର୍ଘଦିନ ହେଲା ଯେଉଁମାନେ ପାଖ ମାଡୁ ନ ଥିଲେ ଆଜି ସେମାନେ ନିଜ ତରଫରୁ ମିଶିବା ପାଇଁ ଆଗେଇ ଆସିବେ। ସ୍ବାସ୍ଥ୍ୟରେ ଉନ୍ନତି ଘଟିବ। ଅଶ୍ୱିନୀ ନକ୍ଷତ୍ରର ପୁରୁଣା କଥାକୁ ନେଇ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। କର୍ମକ୍ଷେତ୍ରରେ ଉପର କର୍ମକର୍ତ୍ତାମାନେ ଆପଣଙ୍କ…
Read More...

ଆଧାର ସହ ଯୋଗ ହେବ ଭୋଟର କାର୍ଡ।

ନୂଆଦିଲ୍ଲୀ,୨୫ା୧(ବ୍ୟୁରୋ): ଭୋଟର ପରିଚୟପତ୍ର ସହ ଆଧାର ନମ୍ବରକୁ ସଂଯୋଗ କରାଯିବ। ଏଥିପାଇଁ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ନୂଆ ଆଇନ ପ୍ରସ୍ତୁତ କରୁଥିବା ଜଣାପଡିଛି। ଅନେକେ ଏକାଧିକ ସ୍ଥାନରେ ନିଜକୁ ଭୋଟର ଭାବେ ପଞ୍ଜୀକୃତ କରିଛନ୍ତି। ସେଗୁଡ଼ିକୁ ବନ୍ଦ କରିବାକୁ ହେଲେ ଭୋଟର ପରିଚୟପତ୍ର ସହ…
Read More...

ପୂର୍ବ ତୁର୍କୀରେ ବଡ ଧରଣର ଭୂକମ୍ପ।

ଇଲାଜିଗ: ପୂର୍ବ ତୁର୍କୀରେ ହୋଇଥିବା ବଡ଼ ଧରଣର ଭୂକମ୍ପରେ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ସହ ୧୦୦ ରୁ ଅଧିକ ଆହତ ହୋଇଛନ୍ତି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୮ରହିଥିଲା। ଶୁକ୍ରବାର ରାତିରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା। ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ଅନୁମାନ କରାଯାଉଥିବା ବେଳେ…
Read More...

ବିମାନବନ୍ଦରରେ ଛାତ ଭୁଶୁଡିବା ଘଟଣାରେ କଡା ଜବାବ ରଖିଲା ବିଜେପି। ମନ୍ଦିରରେ କିଏ——-।

ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଛାତ ଭୁଶୁଡ଼ିବା ଘଟଣାକୁ ଦୁର୍ଭାଗ୍ୟଜନକ କହିବା ସହ ଘଟଣାର ଉପଯୁକ୍ତ ତଦନ୍ତ କରାଯାଇ ଦୋଷୀଙ୍କୁ ଦଣ୍ଡ ଦିଆଯାଉ। ଏଭଳି ଘଟଣାରେ ଭାଜପା ଭଳି ବିଜେଡି ରାଜନୀତିକରଣରେ ବିଶ୍ୱାସ କରେ ନାହିଁ ବୋଲି ଶନିବାର ବିଜେଡି ମୁଖପାତ୍ର ସସ୍ମିତ…
Read More...

କଟକ ମେଡିକାଲ ପୂନର୍ବିନ୍ୟାସ ପାଇଁ ଥଇଥାନ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧(ଓଡ଼ିଆ ନ୍ୟୁଜ): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ(ଏସ୍‌ସିବି) ପୁନର୍ବିନ୍ୟାସ କାର୍ଯ୍ୟକ୍ରମରେ କ୍ଷତିଗ୍ରସ୍ତଙ୍କ ପାଇଁ ଥଇଥାନ ଏବଂ ସହାୟତା ପ୍ୟାକେଜକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏହି ପ୍ୟାକେଜରେ ସ୍ଥାୟୀ…
Read More...

ବିମାନବନ୍ଦରରେ ଛାତ ଭୁଶୁଡିବା ଘଟଣାର ତଦନ୍ତ କରିବ ଏକ୍ସପୋର୍ଟ ଟିମ-ଡିସିପି

ଭୁବନେଶ୍ୱର,୨୫।୧(ବ୍ୟୁରୋ): ବିମାନବନ୍ଦର ଛାତ ଭୁଶୁଡ଼ିବା ଘଟଣାର ତଦନ୍ତ ଏକ୍ସପର୍ଟ ଟିମ୍‌ କରିବ। ସମ୍ପୃକ୍ତ ଠିକାଦାର ଏବଂ ଇଞ୍ଜିନିୟରମାନଙ୍କୁ ପଚରାଉଚରା ଚାଲିଛି। ଦୁର୍ଘଟଣା କେଉଁ ପରିସ୍ଥିତିରେ ଘଟିଲା ତାହାର ତଦନ୍ତ ପାଇଁ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି।ଯୋଜନା, କାର୍ଯ୍ୟାନ୍ବୟନ,…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ: ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିଅଁ ଦର୍ଶନର ସୁଯୋଗ ମିଳିବ। କର୍ମ ଚଞ୍ଚଳ ରହିବେ। ଶୁଭ ଖବର ପାଇ ସୁଖୀ ହୋଇପାରନ୍ତି। କର୍ମକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି। ବିବାଦରେ ବିଜୟୀ ହେବେ। ବୃଷ: ନବମ ଚନ୍ଦ୍ର…
Read More...

ଦେଶରେ ଚାଲିଥିବା ଗ୍ୟାସ ପ୍ରକଳ୍ପକୁ ରାଜ୍ୟ ସରକାର ଗୁରୁତ୍ୱ ଦେବାସହ ସହଯୋଗ କରନ୍ତୁ।

ଭାରତକୁ ଗ୍ୟାସ ଆଧାରିତ ଅର୍ଥନୀତି କରିବାରେ ସମସ୍ତ ଅଂଶୀଦାରଙ୍କ ଯୋଗଦାନ ଉପରେ ଗୁରୁତ୍ୱ କଚ୍‍ରୁ କୋହିମା ଏବଂ କାଶ୍ମୀରରୁ କୋଚି ପର୍ଯ୍ୟନ୍ତ ଗ୍ୟାସ ପାଇପଲାଇନ ବ୍ୟବସ୍ଥାର ପ୍ରସ୍ତୁତି ଚାଲିଛି -ପ୍ରଥମ ଥର ଭାରତ ସରକାର ପୂର୍ବ ଏବଂ ଉତର-ପୂର୍ବ ଅଞ୍ଚଳରେ ଗ୍ୟାସ ପାଇପଲାଇନ କାର୍ଯ୍ୟରେ…
Read More...

ପ୍ରଥମ ଟି୨୦ ରେ ନ୍ୟୁଜିଲାଣ୍ଡକୁ ହରାଇଲା ଭାରତ।

ଅକ୍‌ଲାଣ୍ଡ,(ବ୍ୟୁରୋ) : ଭାରତ ଓ ନ୍ୟଜିଲାଣ୍ଡ ମଧ୍ୟରେ ଶୁକ୍ରବାର ନ୍ୟୁଜିଲାଣ୍ଡର ଅକ୍‌ଲାଣ୍ଡରେ ଖେଳାଯାଇଥିବା ପାଞ୍ଚଟିକିଆ ଟ୍ବେଣ୍ଟି-୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତ ଘରୋଇ ଦଳକୁ ୬ୱିକେଟରେ ପରାସ୍ତ  କରିଛି। ପ୍ରଥମେ ଟସ୍ ଜିତି ଟିମ୍ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ନ୍ୟୁଜିଲାଣ୍ଡକୁ…
Read More...