banner
Breaking

ମୋ ସରକାର ଅଧିନକୁ ଆସିବ ରାଜସ୍ୱ ବିଭାଗ । ଦିନକରେ ମିଳିବ ଜମିବାଡ଼ି କାଗଜପତ୍ର।

ଭୁବନେଶ୍ବର,୨୪/୧(ଓଡ଼ିଆ ନ୍ୟୁଜ) : “ମୋ ସରକାର” ଅଧିନକୁ ରାଜସ୍ବ ବିଭାଗ ଆସିବାକୁ ଥିବାବେଳେ ଏହା ଫେବୃଆରୀ ୧୦ରୁ କାର୍ଯ୍ୟକାରୀ କରିବ। ଯାହାଫଳରେ ଏପ୍ରିଲ ୧ରୁ ମାତ୍ର ଏକ ଘଣ୍ଟା ସମୟ ମଧ୍ୟରେ ଜମିବାଡ଼ି କାଗଜପତ୍ର ମିଳିପାରିବ। ଜମିବାଡ଼ି କାଗଜପତ୍ର ପାଇଁ ଲୋକମାନଙ୍କ ଆଉ ମାସ ମାସ ଧରି…
Read More...

ରନ୍ଧା ଖାଦ୍ୟରୁ ବାହାରିଲା ବିଷଧର ସାପ। ମହାପ୍ରଭୁ ହରଣକଲେ ବିଷ।

ପଟ୍ଟାମୁଣ୍ଡାଇ,(ଓଡ଼ିଆ ନ୍ୟୁଜ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଚନ୍ଦନନଗର ପଞ୍ଚାୟତର ଦେଉଳି ଗ୍ରାମରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏସ.ଏଚ.ଜି ଗ୍ରୁପର ମହିଳାମାନେ ଏକ ସ୍ଥାନରେ ଭୋଜି କରୁଥିଲେ। କିଛି ମହିଳା ଖାଇସାରିବା ପରେ ଅନ୍ୟ ମାନଙ୍କୁ ଖାଇବା ପରସିବା…
Read More...

ରାଜଧାନୀରେ ଲଜ୍ଜା। ୮ ବର୍ଷର ଝିଅକୁ ବଳତ୍କାର।

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ରାଜଧାନୀରେ ପୁଣି ଲଜ୍ଜା। ଖଣ୍ଡଗିରି ଥାନା ଆଇଗଣିଆ ଅଞ୍ଚଳରେ ଥିବା ଏକ ବସ୍ତିରେ ଜଣେ ୮ବର୍ଷର ଶିଶୁ କନ୍ୟାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତା ଶିଶୁ କନ୍ୟାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିବାପରେ ପୋଲିସ ଏକ ବଳାତ୍କାର ମାମଲା ରୁଜୁ…
Read More...

ଯୋଗୀ ଆଦିତ୍ୟନାଥ ଦେଶର ନମ୍ବର ୧ ମୁଖ୍ୟମନ୍ତ୍ରୀ। ନବୀନ ୪ର୍ଥ ସ୍ଥାନରେ।

ନୂଆଦିଲ୍ଲୀ,୨୪ା୧:ଇଣ୍ଡିଆ ଟୁଡେ ମୁଡ୍‌ ଅଫ୍‌ ଦି ନେଶନ ପକ୍ଷରୁ ଜାନୁୟାରୀରେ କରାଯାଇଥିବା ସର୍ଭେ ଅନୁଯାୟୀ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଦେଶର ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଅଭିହିତ କରାଯାଇଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ପଶ୍ଚିମବଙ୍ଗ…
Read More...

ସାବିତ୍ରୀ ରଥ ହେବେ ହାଇକୋର୍ଟର ବିଚାରପତି।

କଟକ,୨୪ା୧:ହାଇକୋର୍ଟ ଆଡଭୋକେଟ ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ବିଚାରପତି ହେବେ। ସୁପ୍ରିମକୋର୍ଟଙ୍କ କଲେଜିୟମ ପକ୍ଷରୁ ସାବିତ୍ରୀଙ୍କ ନାମ ଗତ ବୁଧବାର ସୁପାରିସ କରାଯାଇଥିଲା। କଲେଜିୟମର ସୁପାରିସ ଉପରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ମୋହର ମାରିବା ପରେ ରଥ ନିଯୁକ୍ତି ପାଇବେ। ସାବିତ୍ରୀ ଏବେ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:- ଆଜି ଆପଣଙ୍କର କର୍ମତତ୍ପରତା, ବନ୍ଧୁମିଳନ, ଦୂରଯାତ୍ରାରୁ ସଫଳତା ପାଇବେ। ଅଫିସରେ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିପାରେ। ରାସ୍ତାକାମ, ଘରତିଆରି କିମ୍ବା ଯାନବାହନ, କଳକବ୍ଜା ସମ୍ବନ୍ଧୀୟ ନିର୍ମାଣଧୀନ କାର୍ଯ୍ୟ ସ୍ଥଗିତ ରହିପାରେ।…
Read More...

କଟକ ଉନ୍ନତି କରଣ ପାଇଁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ।

କଟକ, ୨୩ା୧(ଓଡ଼ିଆ ନ୍ୟୁଜ): ଓଡ଼ିଶାର ପୂର୍ବତନ ରାଜଧାନୀ ତଥା ଓଡ଼ିଶାର ଅନ୍ୟତମ ବାଣିଜ୍ୟ କେନ୍ଦ୍ର କଟକ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି । ଆଜି ସେ କଟକ ଗ୍ରସ୍ତ କରି ନିଜେ ପାଦରେ ଚାଲିଚାଲି ବୁଲି ଦେଖିବା ସହ ସମୀକ୍ଷା କରି କହିଛନ୍ତି କଟକ ସହରର ନବକଳେବର…
Read More...

ଡିଗ୍ରୀ କଲେଜରୁ ହଟିବ ବିଧାୟକ ଓ ନେତାଙ୍କ ପ୍ରଭାବ। ଦାୟିତ୍ୱ ନେବେ ଛାତ୍ରଛାତ୍ରୀ ଓ ଅଭିଭାବକ।

ଭୁବନେଶ୍ୱର,୨୩/୧(ଓଡ଼ିଆ ନ୍ୟୁଜ): ପରିଚାଳନା କମିଟିରେ ରହିପାରିବେ ନାହିଁ ବିଧାୟକ ଓ ନେତା। ଡିଗ୍ରୀ କଲେଜ୍ ପରିଚାଳନାରେ ଶିକ୍ଷାବିତ୍‌ଙ୍କୁ ମିଳିବ ଗୁରୁତ୍ୱ। କ୍ୟାମ୍ପସକୁ ରାଜନୀତିରୁ ମୁକ୍ତ ରଖିବାକୁ ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱରରେ ଅଭିଭାବକ ମହାସଂଘ ପକ୍ଷରୁ…
Read More...

ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳଙ୍କ ଦ୍ବାରା ସମ୍ମାନୀତ ହେବେ ୧୪ ପୋଲିସ ଅଧିକାରୀ।

ଭୁବନେଶ୍ବର,(ଓଡ଼ିଆ ନ୍ୟୁଜ): ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ଓଡିଶା ପୁଲିସ ପକ୍ଷରୁ ୧୪ ଅଧିକାରୀଙ୍କୁ ରାଜ୍ୟପାଳ ପଦକ ପ୍ରଦାନ ଲାଗି ମନୋନୀତ କରାଯାଇଛି। ୨୦୧୯ ବର୍ଷର ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଏହି ପଦକ ପ୍ରଦାନ କରାଯିବ । ସାଧାରଣତନ୍ତ୍ର ଦିବସରେ ମନୋନୀତ ପୁଲିସ ଅଧିକାରୀମାନଙ୍କୁ…
Read More...

ବାଦାମବାଡିର ଇଲୋଟ୍ରୋନିକ ଗୋଦାମରେ ଲାଗିଲା ନିଆଁ।

କଟକ,୨୩/୧(ବ୍ୟୁରୋ): ବାଦାମବାଡିରେ ଥିବା ଏକ ଇଲୋକଟ୍ରୋନିକ ଗୋଦାମରେ ନିଆଁ ଲାଗି ଯାଇଥିବା ସୂଚନା ମିଳିଛି। ଏହି ଅଗ୍ନିକାଣ୍ଡରେ ଗୋଦାମରେ ଥିବା ଲକ୍ଷାଧି୍ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ ହୋଇଯାଇଥିବା ଜଣାପଡିଛି। ସର୍ଟସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଛି । ଖବର ପାଇଁ ଅଗ୍ନିଶମ…
Read More...