banner
Breaking

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି କର୍ମକ୍ଷେତ୍ରରେ ଷଷ୍ଠାଧିପ ଯୁକ୍ତ ରବିଙ୍କ ଯୋଗୁ ସବୁ କଥାକୁ ଭଲରୂପେ ବିଚାର କରି କାମ କରିବା ଭଲ ହେବ। ସ୍ବାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେଲେ ମଧ୍ୟ ଆତ୍ମୀୟଙ୍କ ଅନାଦର ଭାବ ମନକୁ ବ୍ୟଥିତ କରିବ। ଆଗାମୀ ଆନୁଷ୍ଠାନିକ କାମକୁ ଆଖି ଆଗରେ ରଖି ଘରକୁ ସଜାଡ଼ିବାରେ ସମୟ…
Read More...

୪ ଦିନିଆ ହରିଆଣା ଗ୍ରସ୍ତରେ ମହାମହିମ ରାଜ୍ୟପାଳ।

ଭୁବନେଶ୍ୱର, ୧୮ା୧(ଓଡ଼ିଆ ନ୍ୟୁଜ): ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ୪ ଦିନିଆ ହରିୟାଣା ଗସ୍ତରେ ଯାଇଛନ୍ତି। ସେଠାରେ ସେ ସିରସା ଜିଲ୍ଲାରେ ବିଭିନ୍ନ ଘରୋଇ ଓ ଧାର୍ମିକ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିଜର କିଛି ପୁରୁଣା ବନ୍ଧୁଙ୍କୁ ମଧ୍ୟ ଭେଟିପାରନ୍ତି ବୋଲି ସୂଚନା…
Read More...

ପୁଣି ଲଜ୍ଜା। ୪ ବର୍ଷର ଝିଅ ସହିତ।

ପାରାଦୀପ, ୧୮ା୧(ଵ୍ୟୁରୋ): ପୁଣି ଏକ ଲଜ୍ଜା।ଦିନକୁ ଦିନ ରାଜ୍ୟ ହେଉ କିମ୍ବା ଦେଶ ଚାରିଆଡ଼େ ଦୁଷ୍କର୍ମ, ହତ୍ୟା ଭଳି ଜଘନ୍ୟ କାଣ୍ଡ ବଢ଼ିବାରେ ଲାଗିଛି । ସେହିପରି ପାରାଦୀପ ଆଇଓସିଏଲ ଅଞ୍ଚଳରେ ଏକ ଲଜ୍ଜାକାର ଘଟଣା ସାମ୍ନାକୁ ଆସିଛି । ପୁଣିଥରେ ସୁରକ୍ଷାରେ କଳଙ୍କ ଲାଗିଛି । ସେଠାରେ ଏକ ସାଢ଼େ…
Read More...

ସାବନା ଆଜମିଙ୍କ ଦୁର୍ଘଟଣା। କାରକୁ ପିଟିଲା ଟ୍ରକ।

ମୁମ୍ବାଇ,୧୮।୧: ବଲିଉଡ୍‌ ଅଭିନେତ୍ରୀ ସବାନା ଆଜମି ଏକ ଦୁର୍ଘଟଣାରେ ଆହତ ହୋଇଥିବା ସୂଚନା ମିଳିଛି। ମୁମ୍ବାଇ-ପୁନେ ଏକ୍ସପ୍ରେସଓ୍ବେର କାହଲପୁରଠାରେ ତାଙ୍କ କାର୍‌ ଦୁର୍ଘଟଣା ହେବା ସହ ସେ ଓ ତାଙ୍କ ଡ୍ରାଇଭର ଏଥିରେ ଆହତ ହୋଇଛନ୍ତି। ସେଥିରେ ତାଙ୍କ ସ୍ବାମୀ ଜାଭେଦ ଅଖତର ଥିଲେ ମଧ୍ୟ ସେ…
Read More...

ବନ୍ଦ ହେବନାହିଁ ସାଇବାବାଙ୍କ ମନ୍ଦିର।

ଶିରିଡି,୧୮।୧: ମହାରାଷ୍ଟ୍ରର ଶିରିଡିରେ ଥିବା ସାଇବାବାଙ୍କ ମନ୍ଦିର ରବିବାରଠାରୁ ବନ୍ଦ ହେବ ବୋଲି ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଏବେ ଶିରିଡି ସାଇ ମନ୍ଦିରର ଚିଫ୍‌ ଏକ୍ଜିକ୍ୟୁଟିଭ ଅଫିସର ଦୀପକ ମୁଗଲିକର କହିଛନ୍ତି ଗଣମାଧ୍ୟମରେ…
Read More...

ଦିଲ୍ଲୀ ନିର୍ବାଚନ ପାଇଁ ଭାଜପାର ପାର୍ଥୀ ଘୋଷଣା।

ନୂଆଦିଲ୍ଲୀ,: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଶୁକ୍ରବାର ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରାଯାଇଛି। ୫୭ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଥିବା ବେଳେ ଏଥିରେ ୪ଜଣ ମହିଳାଙ୍କୁ ଟିକେଟ ଦିଆଯାଇଥିବା ଜଣାପଡ଼ିଛି। ଭାଜପା ତିମାରପୁରରୁ ସୁରେନ୍ଦ୍ର ସିଂହ ବିଟୁଙ୍କୁ ଟିକେଟ…
Read More...

ଜାନୁଆରୀ ୨୦ରୁ କୃଷି ଓଡିଶା ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ବର,୧୭/୧(ଓଡ଼ିଆ ନ୍ୟୁଜ): ଜାନୁଆରୀ ୨୦ତାରିଖରୁ କୃଷି ଓଡ଼ିଶା-୨୦୨୦ ଅନୁଷ୍ଠିତ ହେବକୁ ଯାଉଛି। ଜାନୁଆରୀ ୨୦ରୁ ଭୁବନେଶ୍ୱରର ଜନତା ମଇଦାନରେ କୃଷି ଓଡ଼ିଶା-୨୦୨୦ ଆରମ୍ଭ ହୋଇ ୨୪ ପର୍ୟ୍ୟନ୍ତ ଚାଲିବ । ଏହି କାର୍ଯ୍ୟକ୍ରମକୁ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ। ଏଥିପାଇଁ…
Read More...

ଦୁର୍ବ୍ୟବହାର ପ୍ରତିବାଦରେ ଇତିଶଙ୍କ ଧାରଣା।

ଭୁବନେଶ୍ୱର,୧୭।୧(ବ୍ୟୁରୋ): ରାଜ୍ୟ କଂଗ୍ରେସ ଭବନରେ ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟିକୁ ନେଇ ଛାତ୍ର କଂଗ୍ରେସର ପୂର୍ବତନ ଆବାହକ ଇତିଶ ପ୍ରଧାନ ଶୁକ୍ରବାର ଧାରଣାରେ ବସିଛନ୍ତି। ସାଧାରଣ ନିର୍ବାଚନ ପରବର୍ତ୍ତୀ ବୈଠକ ବସିଥିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହି ଦୁର୍ବ୍ୟବହାର ପ୍ରତିବାଦରେ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଆପଣଙ୍କର ଯାତ୍ରା, ବାଣିଜ୍ୟ, ପରିବହନ ଓ ନୂତନ କର୍ମାରମ୍ଭ ପାଇଁ ଅସୁବିଧା ହେବନାହିଁ। ଗୃହ ସମସ୍ୟା ସମାଧାନ ହୋଇପାରିବା ସାଙ୍ଗକୁ ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ସଭାସମିତି, ସଙ୍ଗଠନ, ରାଜନୀତି, ବାଣିଜ୍ୟ, ବ୍ୟବସାୟ…
Read More...

ଅଷ୍ଟ୍ରେଲିଆକୁ ୩୬ ରନରେ ହରାଇ ସିରିଜ ବରାବର କଲା ଭାରତ।

ରାଜକୋଟ : ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଗୁଜରାଟର ରାଜକୋଟରେ ଥିବା ସୌରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଦ୍ବିତୀୟ ମ୍ୟାଚରେ ଅଷ୍ଟ୍ରେଲିଆକୁ ୩୬ ରନରେ ପରାସ୍ତ କରିଛି ଭାରତ। ଏହି ବିଜୟ ସହ ଭାରତୀୟ ଦଳ ସିରିଜକୁ…
Read More...