ଶ୍ରୀଲଙ୍କାକୁ ୭ ୱିକେଟରେ ପରାସ୍ତ କଲା ଭାରତ।
ଇନ୍ଦୋର : ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଇନ୍ଦୋରର ହୋଲକର ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ତିନିଟିକିଆ ମ୍ୟାଚ୍ ବିଶିଷ୍ଟ ଟ୍ବେଣ୍ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଶ୍ରୀଲଙ୍କାକୁ ୭ ୱିକେଟରେ ପରାସ୍ତ କରିଛି ଭାରତ। ୨ଓଭର ୩ଟି ବଲ ବାକି ଥାଇ ଭାରତ ଏହି ମ୍ୟାଚକୁ ହାତେଇ ନେଇଛି। ଆଜିର…
Read More...
Read More...