ଆସ୍ଥା ଭୋଟରେ ବିଜୟୀ ହେଲେ ଉଦ୍ଧବ ଠାକରେ।
ମୁମ୍ବଇ: ମହାରାଷ୍ଟ୍ରରେ ଶିବସେନା-ଏନସିପି-କଂଗ୍ରେସ ମେଣ୍ଟ ସରକାର ଗଠନ କରିବା ପରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ଉଦ୍ଧବ ଠାକରେ ଶନିବାର ବିଧାନସଭାରେ ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି। ବିଧାନସଭାର ମୋଟ ୨୮୮ ସଦସ୍ୟଙ୍କ ମଧ୍ୟରୁ ଉଦ୍ଧବ ୧୬୯ ସଦସ୍ୟଙ୍କ ସମର୍ଥନ ପାଇ ନିଜର ଶକ୍ତି…
Read More...
Read More...