ଦାଦାବଟି ପାଇଁ ଫୁଟିଲା ଗୁଳି। ଲୋକେ ଧରି ବହେ ଛେଚିଲେ
ପୁରୀ,୬।୧୧(ବ୍ୟୁରୋ): ପୁରୀ ଜିଲା ଗୋପ-ବାଲିଘାଇ ରାସ୍ତାର ସୁବର୍ଣ୍ଣପୁର ଗ୍ରାମ ନିକଟରେ ବୁଧବାର ସକାଳେ ଜଣେ ଠିକାଦାରଙ୍କୁ ୨ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଠିକାଦାର ହେଲେ ଉକ୍ତ ଗ୍ରାମର ଉମାକାନ୍ତ ସାହୁ (୪୯)। ଗୁରୁତର ଅବସ୍ଥାରେ ଉମାକାନ୍ତଙ୍କୁ ଗୋପରୁ ଭୁବନେଶ୍ୱର ଏକ ଘରୋଇ…
Read More...
Read More...