ଦୀପାବଳି ଧୋଇଦେଇ ପାରେ ବର୍ଷା। ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା।
ଭୁବନେଶ୍ୱର,୨୨/୧୦ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛ।
ଘୂର୍ଣ୍ଣିବଳୟ ପ୍ରଭାବରେ ହେବାକୁ ଥିବା ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ପ୍ରକାର ସ୍ଥିତିର ମୁକାବିଲା ପାଇଁ…
Read More...
Read More...