banner
Breaking

ବିଜେପିରୁ ଇସ୍ତଫା ଦେଲେ ଦାମ। ଅସଲ ଉଦ୍ଦେଶ୍ୟ କଣ ଜାଣନ୍ତୁ।

ଭୁବନେଶ୍ୱର,୧୬।୧୦(ଓଡ଼ିଆ ନ୍ୟୁଜ):୩୫ ବର୍ଷ ସକ୍ରିୟ ରାଜନୀତିରେ ରହିଥିବା ପିତାମହ ଦାମୋଦର ରାଉତ ୩୬୫ ଦିନ ରହିପାରିଲେ ନାହିଁ ବିଜେପିରେ। ବରିଷ୍ଠ ନେତା ଦାମୋଦର ରାଉତ ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ପାଖକୁ ପଠାଇ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ-ଆଜିର ଜନ୍ମ ଚନ୍ଦ୍ର ଆପଣଙ୍କ ମନରେ ଅସ୍ଥିରତା ସୃଷ୍ଟି କରିବ । ଋଣ ପରିଶୋଧ,ରୋଗ ପାଇଁ ଔଷଧ କିଣା, ଶତ୍ରୁକୃତ ସମସ୍ୟା ସମାଧାନ ସକାଶେ ଖର୍ଚ୍ଚାନ୍ତ କରାଇବ । ଘର କଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ ସବୁ କାମ ବିଳମ୍ବିତ ସମୟରେ ସମ୍ପନ୍ନ ହେବ । ବାସସ୍ଥାନ ନିକଟରେ ରହୁଥିବା ନିଜ…
Read More...

ଭାରତ ବିଶ୍ୱ ଉର୍ଜା ଚାହିଦାର କେନ୍ଦ୍ର ବିନ୍ଦୁ ହେବ : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ :  ଆଗାମୀ ଦଶକ ଗୁଡିକରେ ଭାରତ ବିଶ୍ୱ ଉର୍ଜା ଚାହିଦାର କେନ୍ଦ୍ର ବିନ୍ଦୁ ହେବ ବୋଲି ନୂଆଦିଲ୍ଲୀ ଠାରେ ଇଣ୍ଡିଆନ୍ ଏନର୍ଜୀ ଫୋରମ୍ ର ଅନ୍ତରାଷ୍ଟ୍ରୀୟ କାର୍ଯ୍ୟକ୍ରମକୁ ଉଦଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି ଆଜି…
Read More...

ଏଥର ମାଟ୍ରିକ ପିଲା ରଖିବେ ଭଲ ନମ୍ବର। ଛୁଟିରେ ହେବ ପାଠପଢ଼ା।

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଫେଲ୍‌ ହାର କମାଇବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଚିନ୍ତା କରିଛି। ଏଥିପାଇଁ ‘ଜିରୋ ଏଫ୍‌’ ମିଶନ ଆରମ୍ଭ କରିଛି। ପ୍ରଥମେ କଟକ ଜିଲାକୁ ପାଇଲଟ୍‌ ପ୍ରୋଜେକ୍ଟ ଭାବେ ନିଆଯାଇଛି। ଛୁଟିଦିନଗୁଡ଼ିକରେ ମଧ୍ୟ ପାଠ ପଢ଼ିବେ ଦଶମ…
Read More...

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାତ୍ୟା ‘ଫନୀ’ ଯୋଗୁ ରାଜ୍ୟରେ ବହୁତ କ୍ଷତି ହୋଇଛି। ଏଣୁ ଚଳିତ ବର୍ଷ ନିଜର ଜନ୍ମଦିନ ପାଳନ ନ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାବାସୀ ହେଉଛନ୍ତି ମୋ…
Read More...

ବିଜେପୁର ମର୍ଡର ଘଟଣାର ଗୁମର ଖୋଲିଲା।

ବିଜେପୁର,୧୫।୧୦(ବ୍ୟୁରୋ)- ବରଗଡ଼ ଜିଲା ବିଜେପୁର ନିକଟ ବାଉଁଶପୋଲା ଡମ୍ପିଂୟାର୍ଡରୁ ଆରଡବ୍ଲୁଏସ୍‌ଏସ୍‌ ବିଭାଗ ଅଧୀନ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମର ଗୋଷ୍ଠୀ ସାଧନ ସଂଯୋଜକ (ବିଆର୍‌ସି) ତରଣୀସେନ ମହଲାଙ୍କ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ ହୋଇଛି। ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ ଯୋଜନାର…
Read More...

ମୋ ସରକାର କାର୍ଯ୍ୟକ୍ରମକୁ ବିଜେପିର ସମାଲୋଚନା।

ଭୁବନେଶ୍ବର,(ଓଡ଼ିଆ ନ୍ୟୁଜ) ମୋ ସରକାର’ କାର୍ଯ୍ୟକ୍ରମକୁ ସମୀର ମହାନ୍ତି ଓ ଗୋଲକ ମହାପାତ୍ର ସମାଲୋଚନା କରିଛନ୍ତି ।ଏବେ ‘ମୋ ସରକାର’, ୨୦୧୯ ପୂର୍ବରୁ କାହା ସରକାର ଥିଲା ବୋଲି ସେ ପ୍ରଶ୍ନ କରିଛନ୍ତି । ଓଡିଶାକୁ ୧୯ ବର୍ଷ ଶାସନ କଲାପରେବି ଖଟିଆରେ ବୁହା ହେଉଛନ୍ତି ରୋଗୀ, ନଦୀ ପହଁରି ପିଲା…
Read More...

ଭାଇଚାର ଆଗରେ ହାର ମାନିବ ସବୁକିଛି। ନାବାଳିକା ଅପହରଣ କାରିକୁ ବହେ ଛେଚିଲେ ଲୋକେ।

ପଟ୍ଟାମୁଣ୍ଡାଇ,୧୫।୧୦(ଓଡ଼ିଆ ନ୍ୟୁଜ): ଗାଁର ଭାଇଚାର ଆଗରେ ହାରମାନିଛି ସବୁକିଛି। ଯାହାର ଉଦାହରଣ ଦେଖିବାକୁ ମିଳିଛି ପଟ୍ଟାମୁଣ୍ଡାଇ ଅଞ୍ଚଳରେ। ଦୁଇ ଛାତ୍ରୀଙ୍କୁ ଅପହରଣ କରି ନେଉଥିବାବେଳେ ଧରାପଡି ବହେ ଛେଚା ଖାଇଛନ୍ତି ଅଭିଯୁକ୍ତ। ସୂଚନା ଅନୁସାରେ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ…
Read More...

ଆଜିଠାରୁ ଚାଲିବ ଭୁବନେଶ୍ବର ରୁ ନୟାଗଡ଼ ସେବା ଏକ୍ସପ୍ରେସ୍ ଟ୍ରେନ୍।

ଭୁବନେଶ୍ବର,୧୫/୧୦(ଓଡ଼ିଆ ନ୍ୟୁଜ) ଆଜିଠାରୁ ଭୁବନେଶ୍ୱର ଓ ନୟାଗଡ ମଧ୍ୟରେ ଟ୍ରେନ ଚଲାଚଳ ଆରମ୍ଭ ହେବ । ଏହାସହ ପୂର୍ବରୁ ଏହି ରୁଟଦେଇ ଯାଉଥିବା ପାସେଞ୍ଜର ଟ୍ରେନର ସମୟରେ ପରିବର୍ତନ କରାଯାଇଛି । ଏହି ଟ୍ରେନ ଭୁବନେଶ୍ୱରରୁ ସଂଧ୍ୟା ୬ଟା ୪୦ ମିନିଟରେ ଛାଡିବା ସହ ନୟାଗଡରେ ରାତି ୮ଟା ୪୫ର…
Read More...

ନନ୍ଦନକାନନରେ ଧଳାବାଘର ମୃତ୍ୟୁ।

ଭୁବନେଶ୍ୱର,୧୫।୧୦(ବ୍ୟୁରୋ):ନନ୍ଦନକାନନରେ ପୁଣି ଏକ ମହାବଳ ବାଘ ଆଖି ବୁଜିଛି। ମଙ୍ଗଳବାର ସକାଳ ୧୦.୧୫ ଧଳା ମହାବଳ ବାଘ ‘ଶୁଭ୍ରାଂଶୁ’ର ମୃତ୍ୟୁ ହୋଇଥିବା ନନ୍ଦନକାନନ ଉପନିର୍ଦ୍ଦେଶକ ଜୟନ୍ତ କୁମାର ଦାସ ସୂଚନା ଦେଇଛନ୍ତି। କିଛି ଦିନ ହେଲା ଶୁଭ୍ରାଂଶୁ ରକ୍ତ ସଂକ୍ରମଣଜନିତ ରୋଗରେ ପୀଡ଼ିତ…
Read More...