ପବିତ୍ର ଦୁର୍ଗାଷ୍ଟମୀର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ।
ନୂଆଦିଲ୍ଲୀ,୬।୧୦(ଓଡ଼ିଆ ନ୍ୟୁଜ): ହିନ୍ଦୁ ମାନଙ୍କର ଆରାଧ୍ୟା ଦେବୀ ମା ଦୁର୍ଗାଙ୍କ ରବିବାର ଦୁର୍ଗାଷ୍ଟମୀ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଦୁର୍ଗାଷ୍ଟମୀର ଶୁଭେଚ୍ଛା ଜଣାଇଛନ୍ତି। ଅସତ୍ୟ ଉପରେ ସତ୍ୟର ଜୟ ସ୍ବରୂପ ଏହି ପୂଜା ପାଳନ…
Read More...
Read More...