ପର୍ଯ୍ୟଟନ ନିଗମ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଦାୟିତ୍ବ ଗ୍ରହଣ କଲେ।
ଭୁବନେଶ୍ବର,୨୨/୮(ଓଡ଼ିଆ ନ୍ୟୁଜ) ଆଜି ଓଡିଶା ପର୍ଯ୍ୟଟନ ନିଗମର ଅଧ୍ୟକ୍ଷା ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ଶ୍ରୀମୟୀ ମିଶ୍ର। ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ଉପସ୍ଥିତରେ ଶ୍ରୀମତୀ ମିଶ୍ର ବିଧିବଦ୍ଧ ଭାବେ ଦାୟିତ୍ବ ନେଇଛନ୍ତି। ଏହି କାର୍ଯ୍ୟକ୍ରମରେ ସମାଜ ମଙ୍ଗଳ…
Read More...
Read More...