banner
Breaking

ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୩୦ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ଭୋର୍‌ ସମୟରେ ଅହମ୍ମଦାବାଦର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛନ୍ତି। ଏହି ଖବର ଶୁଣି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ଟୁଇଟ୍‌ କରି କହିଛନ୍ତି, ‘ପ୍ରଧାନମନ୍ତ୍ରୀ…
Read More...

ଋଷଭ ପନ୍ତଙ୍କ କାର ଦୁର୍ଘଟଣା

ନୂଆଦିଲ୍ଲୀ,୩୦।୧୨: ଉତ୍ତରାଖଣ୍ଡରୁ ଦିଲ୍ଲୀ ସ୍ଥିତ ଘରକୁ ଫେରୁଥିବା ବେଳେ ଭାରତୀୟ ୱିକେଟକିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତଙ୍କ କାର୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଫଳରେ ତାଙ୍କ ମୁଣ୍ଡ ଏବଂ ଗୋଡରେ ଆଘାତ ଲାଗିଛି। ଋଷଭଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦିଲ୍ଲୀ-ଡେରାଡୁନ…
Read More...

ମା ଙ୍କୁ ଶେଷ ଦର୍ଶନ କଲେ ମୋଦି

ଅହମ୍ମଦାବାଦ୍‌,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନ୍‌ ୧୦୦ ବର୍ଷ ବୟସରେ ପରଲୋକ ଘଟିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦ୍‌ରେ ପହଞ୍ଚି ମା’ଙ୍କୁ ଶେଷ ଦର୍ଶନ କରିଛନ୍ତି। ଏବେ ହୀରାବେନ୍‌ଙ୍କ ଅନ୍ତିମ ଯାତ୍ରା ଆରମ୍ଭ ହୋଇଛି। ମା’ଙ୍କ ପାର୍ଥିବ ଶରୀରରେ କାନ୍ଧ…
Read More...

ଜନତା ମଇଦାନରେ ଗଣସଫେଇ ଅଭିଯାନ

ଭୁବନେଶ୍ୱର : ଭୁବନେଶ୍ୱରକୁ ସ୍ୱଚ୍ଛ ସୁନ୍ଦର ରଖିବା ପାଇଁ ବିଏମସି ପକ୍ଷରୁ ଗଣସଫେଇ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ପ୍ରତି ଓାର୍ଡରେ ଏହା ଚାଲିଥିବା ବେଳେ ଆଜି ଜନତା ମଇଦାନରେ ସମୁହ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ୧୨ ନମ୍ବର ଓାର୍ଡ କର୍ପୋରେଟର ଜୟନ୍ତୀ ସାହୁଙ୍କ ସହଯୋଗରେ…
Read More...

ଓଡ଼ିଶାର ଆଏନା ପିନ୍ଧିଲେ କିଟ୍ ନହ୍ନିପରୀ ମୁକୁଟ

ଭୁବନେଶ୍ୱର, : ଭୁବନେଶ୍ୱରର ଝିଅ ଆଏନା ରାଉତରାୟ କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ ୨୦୨୨ ଟାଇଟଲ୍ ହାସଲ୍ କରିଛନ୍ତି । କିଟ୍ ପକ୍ଷରୁ ଆୟୋଜିତ ‘କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ ୨୦୨୨ର ଫାଇନାଲ୍ ତଥା ମେଗା ରାଉଣ୍ଡ ଗୁରୁବାର ଶେଷ ହୋଇଛି । ଏହି ମେଗା ଅଡ଼ିସନ୍ ତଥା ଫାଇନାଲ୍…
Read More...

ଫେବୃଆରୀ ୧୫ରୁ ସବିଏସଇ ପରୀକ୍ଷା

ଭୁବନେଶ୍ୱର : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଫେବୃୟାରୀ ୧୫ ତାରିଖରୁ ଆରମ୍ଭ ହେବ। ଏ ନେଇ ଗୁରୁବାର ସିବିଏସ୍‌ଇ ପକ୍ଷରୁ ଏକ ସର୍କୁଲାର ଜାରି ହେବା ସହିତ ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଦଶମ ପରୀକ୍ଷା ଫେବୃୟାାରୀ ୧୫ରୁ ଆରମ୍ଭ ହେବ ଏବଂ…
Read More...

ବ୍ରହ୍ମୋସର ସଫଳ ପରୀକ୍ଷଣ

କୋଲକାତା : ଭାରତ ଲଗାତର ଭାବେ ନିଜର ସାମରିକ ଶକ୍ତି ବୃଦ୍ଧି କରୁଛି। ଚାଇନା ଏବଂ ପାକିସ୍ତାନକୁ ଉଚିତ୍‌ ଶିକ୍ଷା ଦେବା ପାଇଁ ଭାରତ ନିଜର କ୍ଷେପଣାସ୍ତ୍ର କ୍ଷମତାକୁ ଉନ୍ନତ କରିବାରେ ଲାଗିପଡ଼ିଛି। ଇତିମଧ୍ୟରେ ଭାରତୀୟ ବାୟୁସେନା ସଫଳତାର ସହ ବ୍ରହ୍ମୋସ ଏୟାର-ଲଞ୍ଚ ହୋଇଥିବା କ୍ଷେପଣାସ୍ତ୍ରର…
Read More...

ଅନୁଗୋଳରେ ୧୮୦୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନୁଗୋଳ ଜିଲା ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୧୩ କୋଟି ଟଙ୍କାରେ ୭୪୬ଟି ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୯୨ କୋଟି ଟଙ୍କାର ୭୯୫ଟି ପ୍ରକଳ୍ପ ପାଇଁ ଭିତ୍ତି ରଖାଯାଇଛି।…
Read More...

ନୂଆ ବର୍ଷରେ ନୂଆ ରୂପରେ ବୁଲିବେ ଏନଫୋର୍ସମେଣ୍ଟ ସ୍କ୍ୱାର୍ଡ

ଭୁବନେଶ୍ୱର,୨୮/୧୨ : ନୂଆ ବର୍ଷରେ ନୂଆ ରୂପରେ ସାରା ସହର ଘୁରି ବୁଲିବେ ଏନଫୋର୍ସମେଣ୍ଟ ସ୍କ୍ୱାର୍ଡ । ହାତରେ ଲାଠି, ଦେହରେ ଡ୍ରେସ୍ କୋଡ ତା ସାଙ୍ଗକୁ ଏନଫୋର୍ସମେଣ୍ଟ ଗାଡିରେ ପୁଲିସ ସାଇରନ। ଗଳିକନ୍ଦି ଠାରୁ ରାଜରାସ୍ତା ସବୁଠି ଏହି ଟିମ୍ ଘୁରି ବୁଲିବେ। ଜବରଦଖଲ, ସୌନ୍ଦର୍ଯ୍ୟକରଣ,…
Read More...

ନୂଆବର୍ଷରୁ ଆରମ୍ଭ ହେବ ଜୀ-ସାର୍ଥକର ତିନୋଟି ନୂଆ ମେଗା ଧାରାବାହିକ

ଭୁବନେଶ୍ୱର,୨୮/୧୨(ଓଡ଼ିଆ ନ୍ୟୁଜ): ଓଡ଼ିଶାର ଲୋକପ୍ରିୟ ଓଡ଼ିଆ ଚ୍ୟାନେଲ ଜୀ-ସାର୍ଥକ ନୂଆବର୍ଷରେ ସମ୍ପୁର୍ଣ୍ଣ ମନୋରଞ୍ଜନ ଭରା ଭିନ୍ନ ଭିନ୍ନ ସ୍ୱାଦର ତିନୋଟି ନୂଆ ମେଗା ଧାରାବାହିକ 'ମୁଁ ବି ବିଜୟିନୀ' 'ତୁ ଖରା ମୁଁ ଛାଇ' ଓ 'ଖୁସିର ଛୁଙ୍କ' ଦର୍ଶକ ମାନଙ୍କୁ ଭେଟି ଦେବାକୁ ଯାଉଛି l ଆଜି…
Read More...