banner
Breaking

ଏଥର ଚାଲିବ ଯାତ୍ରୀବାହୀ ଟ୍ରେନ୍

କୋରାପୁଟ : କୋରାପୁଟ-ରାୟଗଡ଼ା ରେଳପଥ (କେଆର୍‌) ଲାଇନ୍‌ର କୋରାପୁଟରୁ ଦାମନଯୋଡ଼ି, କୋରାପୁଟରୁ କିରାଣ୍ଡୁଲ ଏବଂ କୋରାପୁଟରୁ ମାନାବାର ମଧ୍ୟରେ ୨୬ କି.ମି. ରେଳଲାଇନର ଦୋହରୀକରଣ କାର୍ଯ୍ୟ ଶେଷ ହୋଇଛି। ଏହାର ନିରୀକ୍ଷଣ ପାଇଁ ଗୁରୁବାର ରେଲୱେ ୱାଲ୍‌ଟିୟର ଡିଭିଜନର ଡିଆର୍‌ଏମ୍‌ ଅନୁପ ଶତପଥୀ…
Read More...

ଚିନ୍ତା ବଢାଇ ଲାଣି କରୋନା

ଭୁବନେଶ୍ୱର,୨୩।୧୨(ବ୍ୟରୋ): ଚିନ୍ତା ବଢାଇଲାଣି କରୋନାର ନୂଆ ଭାରିଆଣ୍ଟ। ଯାହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କରୋନା ମୁକାବିଲା ପାଇଁ ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ତେବେ କରୋନା ସ୍ଥିତିକୁ ନେଇ କ’ଣ ପଦକ୍ଷେପ…
Read More...

ଡ଼ ଗୀତାଞ୍ଜଳୀ ପଣ୍ଡା ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ୨୦୨୨ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ କବୟିତ୍ରୀ ଡ. ଗାୟତ୍ରୀବାଳା ପଣ୍ଡା। ସେ ତାଙ୍କର କବିତା ସଂକଳନ ‘ଦୟାନଦୀ’ ପାଇଁ ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ପୁରସ୍କାର ସ୍ବରୂପ ୧ ଲକ୍ଷ ଟଙ୍କା ଅର୍ଥରାଶି ଓ…
Read More...

ବାଲେଶ୍ଵରରେ ୧୮୦୬ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଗସ୍ତ କରି ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୩୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତପ୍ରସ୍ତର…
Read More...

ନାଲକୋ ଛକ ନ୍ୟୁଜ ପେପର ହକର୍ସ ୟୁନିୟନର ବାର୍ଷିକ ଉତ୍ସବ

ଭୁବନେଶ୍ୱର - ନାଲକୋ ଛକ ନ୍ୟୁଜ ପେପର ୟୁନିୟନର ପ୍ରଥମ ବାର୍ଷିକ ଉତ୍ସବ ଶୈଳଶ୍ରୀ ବିହାର ଫେଜ-୨ ସ୍ଥିତ କମୁନିଟି ସେର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପ୍ରମେୟ ଖବର କାଗଜର ଡିଗିଏମ ଗଜେନ୍ଦ୍ର ଦାସ ଯୋଗଦେଇ କହିଥିଲେ ର୍ବମାନ ଟିଭି ଉ ସୋସିଆଲ୍ ମିଡିଆ…
Read More...

ସମ୍ପୂର୍ଣ୍ଣ ଛିଡ଼ି ଯାଇଥିବା ହାତ ଫେରି ପାଇଲେ ଯୁବତୀ

ଭୁବନେଶ୍ୱର : ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅଞ୍ଚଳର ଯୁବତୀ ବର୍ଷା ଦାସ(୨୫) ପୁଣି ଥରେ ସମ୍ପୂର୍ଣ୍ଣ ଛିଡ଼ି ଯାଇଥିବା ନିଜର ବାମ ହାତ ଫେରିପାଇଛନ୍ତି। ଏମ୍ସ ଭୁବନେଶ୍ୱର ଡାକ୍ତରଙ୍କ ଦ୍ୱାରା ଦୀର୍ଘ ୧୦ ଘଣ୍ଟାର କଠିନ ଅସ୍ତ୍ରୋପଚାର ପରେ ସଫଳତାର ସହିତ ଯୋଡ଼ା ହେଲା ସଂପୂର୍ଣ୍ଣ ଅଲଗା…
Read More...

ନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ କ୍ରୀଡା ଉଦଯାପିତ

ଭୁବନେଶ୍ୱର : ନୀଳାଦ୍ରିବିହାର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଅଷ୍ଟବିଂଶ ବାର୍ଷିକ କ୍ରୀଡା ଉତ୍ସବ ପରିଚାଳନା ସମିତିର ସଂପାଦକ ଇନ୍ଦ୍ରମଣି ସେଣ୍ଡ୍‌ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଉତ୍ତର ଭୁବନେଶ୍ୱର ବିଧାୟକ ସୁଶାନ୍ତ କୁମାର ରାଉତ…
Read More...

୩ ବର୍ଷରେ ‘ଉତ୍କଳ କନିକା ଗ୍ୟାଲେରିଆ ମଲ୍‌’

ଭୁବନେଶ୍ୱର: କଳ୍ପନା ସ୍ଥିତ ଉତ୍କଳ କନିକା ଗ୍ୟାଲେରିଆ ମଲ୍‌’ର ତୃତୀୟ ବାର୍ଷିକ ଉତ୍ସବ ଧୁମ୍‌ଧାମ୍‌ରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ମେୟର୍ ସୁଲୋଚନା ଦାସ, ସମ୍ମାନିତ ଅତିଥି ଭାବେ ଖ୍ୟାତନାମା ଓଡ଼ିଶୀ ନୃତ୍ୟଗୁରୁ ଶାଶ୍ୱତ ଯୋଶୀ, ଟ୍ରାଫିକ୍ ଡ଼ିସିପି ଠାକୁର ପ୍ରସାଦ ପାତ୍ର,…
Read More...

ଶିଶୁ ପ୍ରତିଭା ବିକଶିତ ହେଲେ ଓଡିଶାର କଳା ସଂସ୍କୃତି ଆହୁରି ଆଗକୁ ବଢିବ

ଭୁବନେଶ୍ୱର : ଓଡିଶାର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ସ୍ନିଗ୍ଧା ଏକାଡେମୀର ବିଂଶତମ ବାର୍ଷିକ ଉତ୍ସବ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପ ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଉମାବଲ୍ଲବ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବର୍ଣ୍ଣାଢ୍ୟ ଉତ୍ସବରେ ଉଦଘାଟକ…
Read More...

୨୪ ରୁ କମିବ ଶୀତ

ଭୁବନେଶ୍ୱର : ଉତ୍ତର-ପୂର୍ବ ଦିଗରୁ ରାଜ୍ୟକୁ ଥଣ୍ଡା ବାୟୁ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ରାଜ୍ୟରେ ଗତ କିଛିଦିନ ହେବ ପାରଦ ତଳମୁହାଁ ରହିଛି। ବିଶେଷ କରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଶୀତର ପ୍ରକୋପ ଅଧିକ ରହିଛି। ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ସେଲ୍‌ସିୟସ…
Read More...