banner
Breaking

ଆନ୍ତର୍ଜାତୀୟ ସଂଖ୍ୟାଲଘୁ ଅଧିକାର ଦିବସ ପାଳିତ

ଭୁବନେଶ୍ୱର,: ସଂଖ୍ୟାଲଘୁ ସେଲ୍ ପକ୍ଷରୁ ଆନ୍ତର୍ଜାତୀୟ ସଂଖ୍ୟାଲଘୁ ଅଧିକାର ଦିବସ ଭୁବନେଶ୍ୱରର ଗୀତ ଗୋବିନ୍ଦ ସଦନ ଠାରେ ପାଳିତ ହୋଇଯାଇଛି । ଓଡିଶା ସଂଖ୍ୟାଲଘୁ ସଂପ୍ରଦାୟ ତରଫରୁ ଆୟୋଜିତ ଓ ବିଜେଡି ଭୁବନେଶ୍ୱର ଜିଲ୍ଲା ଉପସଭାପତି ମୁଶାରଫ ଖାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ…
Read More...

ନୀଳାଦ୍ରି ବିହାରରେ ଡ୍ରୋନ୍ ଦ୍ୱାରା ମଶା ମରା ଅଭିଯାନ ଆରମ୍ଭ

ଭୁୁବନେଶ୍ୱର,- ରାଜଧାନୀରେ ଉତ୍ପାତ କରୁଛନ୍ତି ମଶା । ଦିନ କି ରାତି ବସାଇ ଉଠାଇ ଦେଉ ନାହାନ୍ତି । ଗୋଡେଇ ଗୋଡେଇ କାମୁଡୁ ଛନ୍ତି କିଛି ମାନୁ ନାହାଁନ୍ତି । ଅତିଷ୍ଟ ହୋଇ ପଡିଲେଣି ଲୋକ । ବାରମ୍ବାର ବିଏମସି ନିକଟରେ ଅଭିଯୋଗ କରି ଆସୁଛନ୍ତି । ବିଏମସି ପକ୍ଷରୁ ମଶା ମାରିବା ପାଇଁ ମଶା ଧୂଆଁ ଓ…
Read More...

ଏସ୍ ବି ଏଲ୍ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ

ଭୁବନେଶ୍ୱର, ଶୈଳଶ୍ରୀବିହାର ଠାରେ ଏସ୍ ବି ଏଲ୍ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୩୦ଟି ଦଳ ଭାଗ ନେଇଥିଲେ । ସେମାନଙ୍କୁ ଏ, ବି ଓ ସି ତିନୋଟି ଗ୍ରୁପ୍‌ରେ ବିଭକ୍ତ କରାଯାଇଥିଲା । ତିନି ଦିନରେ ମୋଟ ୩୬ଟି ମ୍ୟାଚ ଖେଳା ଯାଇଥିଲା । ଫାଇନାଲ୍ ମ୍ୟାଚରେ ବି କୁ ହରାଇ…
Read More...

ବ୍ଲୋସମ୍ ସ୍କୁଲର ୩୯ତମ ବାର୍ଷିକ ଉତ୍ସବ ସ୍ୱାବଲମ୍ବନ ଅନୁଷ୍ଠିତ

ଭୁବନେଶ୍ୱର : ବ୍ଲୋସମ୍ ସ୍କୁଲର ୩୯ ତମ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ ସ୍ୱାବଲମ୍ବନ ଭରତପୁର ସ୍ଥିତ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ନିର୍ଦ୍ଦେଶକ ସଂଗ୍ରାମ କେଶରୀ ମହାପାତ୍ର ଯୋଗଦେଇ ବର୍ତ୍ତମାନର…
Read More...

ଅଧିକାର ସାବ୍ୟସ୍ତ ପାଇଁ ମାନବ ଅଧିକାର ସମ୍ବନ୍ଧୀୟ ଜ୍ଞାନ ନିହାତି ଆବଶ୍ୟକ

ଭୁବନେଶ୍ୱର, : ସିଟିଜେନସ୍ ହ୍ୟୁମାନ ରାଇଟସ୍ କ୍ଲିନକ ପକ୍ଷରୁ ବିଶ୍ୱ ମନବାଧିକାର ଦିବସ ଜୟଦେବ ବିହାର ସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଗବେଷଣା କେନ୍ଦ୍ର ଠାରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ପ୍ରତିଷ୍ଠାତା ତଥା ସଭାପତି ଗୋପବନ୍ଧୁ ମଲ୍ଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ…
Read More...

୧୨ ନମ୍ବର ଓାର୍ଡର ୫ ଟି ବସ୍ତିରେ ଡ୍ରୋନ୍ ସର୍ଭେ

ଭୁବନେଶ୍ୱର ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ୧୨ ନମ୍ବର ଓାର୍ଡର ପାଞ୍ଚଟି ବସ୍ତିରେ ଡ୍ରୋନ୍ ସର୍ଭେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ସର୍ଭେ ଉତ୍ସବରେ ମୁଖ୍ୟ ଅତିଥି ଭାବେ ୧୨ ନମ୍ବର ଓାର୍ଡର କର୍ପୋରେଟର ଜୟନ୍ତୀ ସାହୁ ଯୋଗଦେଇ ସର୍ଭେ କାର୍ଯ୍ୟକ୍ରମକୁ ଉଦଘାଟନ କରି କହିଥିଲେ…
Read More...

ଲ୍ୟାଣ୍ଡ ରୋଭର ପକ୍ଷରୁ ଭାରତରେ ଅନନ୍ୟ ଭ୍ରମଣ ଅଭିଜ୍ଞତା, ଡିଫେଣ୍ଡର ଯାତ୍ରାର ଶୁଭାରମ୍ଭ

ଭୁବନେଶ୍ୱର : ଜାଗୁଆର ଲ୍ୟାଣ୍ଡ ରୋଭର ଇଣ୍ଡିଆ ଭାରତରେ ସ୍ୱତନ୍ତ୍ର ଭାବେ କ୍ୟୁରେଟେଡ ଏବଂ ଅନନ୍ୟ ଯାତ୍ରା ଅଭିଜ୍ଞତା ଡିଫେଣ୍ଡର ଯାତ୍ରାର ଶୁଭାରମ୍ଭ କରିଛି । ଡିଫେଣ୍ଡର ଯାନରେ ଏହା ଏକ ସେଲ୍ଫ-ଡ୍ରାଇଭ, ବହୁ ଦିନିଆ, ଦୁଃସାହସିକ କାର୍ଯ୍ୟକ୍ରମ । ଯାହା ସମଗ୍ର ଭାରତରେ ଅନେକ ଆକାଂକ୍ଷା ଏବଂ…
Read More...

ସଫଳ କଳାକାର ପାଇଁ ଗୁରୁଭକ୍ତି ଓ ନିଷ୍ଠା ଆବଶ୍ୟକ

ଭୁବନେଶ୍ୱର : ଓଡିଶାର ଅଗ୍ରଣୀ ନୃତ୍ୟ ଭିିତ୍ତିକ ଅନୁଷ୍ଠାନ ନୃତ୍ୟ ମନ୍ଦିରର ୧୨ତମ ବାର୍ଷିକ ଉତ୍ସବ ଜାଭିୟର ଛକ ସ୍ଥିତ ଗୁରୁ କେଳୁଚରଣ ଗବେଷଣା କେନ୍ଦ୍ର ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଗୁରୁ…
Read More...

ନୃତ୍ୟ ମନ୍ଦିରର ୧୨ତମ ବାର୍ଷିକ ଉତ୍ସବ

ଭୁବନେଶ୍ୱର : ଓଡିଶାର ଅଗ୍ରଣୀ ନୃତ୍ୟ ଭିିତ୍ତିକ ଅନୁଷ୍ଠାନ ନୃତ୍ୟ ମନ୍ଦିରର ୧୨ତମ ବାର୍ଷିକ ଉତ୍ସବ କାଭିୟର ଛକ ସ୍ଥିତ ଗୁରୁ କେଳୁଚରଣ ଗବେଷଣା କେନ୍ଦ୍ର ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଗୁରୁ…
Read More...

ନୀଳାଦ୍ରି ବିହାର ୧୦ ଟି ବସ୍ତିରେ ଡ୍ରୋନ୍ ସର୍ଭେ ,ବସ୍ତି ବାସିନ୍ଦାଙ୍କୁ ମିଳିବ ଭୂମି ଅଧିକାର

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ୧୪ ନମ୍ବର ଓ୍ବାର୍ଡର ଦଶଟି ବସ୍ତିରେ ଆଜି ଡ୍ରୋନ୍ ସର୍ଭେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମା ମଙ୍ଗଳା ବସ୍ତିରେ ଅନୁଷ୍ଠିତ ସର୍ଭେ ଉତ୍ସବରେ ମୁଖ୍ୟ ଅତିଥି ଭାବେ ୧୪ ନମ୍ବର ଓ୍ବାର୍ଡର କର୍ପୋରେଟର ମୋନାଲିସା ସାହୁ ଯୋଗଦେଇ ସର୍ଭେ…
Read More...