ଜାତୀୟ କ୍ରୀଡ଼ା ପୁରସ୍କାର ୨୦୨୨ କିଟ୍କୁ ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି
ଭୁବନେଶ୍ୱର : ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ କିଟ୍କୁ ଚଳିତବର୍ଷର ଜାତୀୟ କ୍ରୀଡ଼ା ପ୍ରୋତ୍ସାହନ ପୁରସ୍କାର ପ୍ରଦାନ କରାଯାଇଛି । ବୁଧବାର ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଥିଲେ ।…
Read More...
Read More...