banner
Breaking

୭୧ ହଜାର ୫୬ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୋଦି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ନିଯୁକ୍ତି ମେଳା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି। ନିଯୁକ୍ତି ମେଳାରେ ପ୍ରଧାନମନ୍ତ୍ରୀ ୭୧,୦୫୬ ନିଯୁକ୍ତି ପତ୍ର ବଣ୍ଟନ କରିଥିଲେ। ନିଯୁକ୍ତି ମେଳା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି…
Read More...

ଇଡିର ବ୍ୟବସାୟୀଙ୍କୁ ଜେରା, ଅର୍ଚ୍ଚନା ନାଗ ଘଟଣା

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲା ରୋଚକ ହେବାରେ ଲାଗିଛି। ଏହାକୁ ନେଇ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ତନାଘନା ଚଳାଇଛି। ଏହି ପରିପ୍ରେକ୍ଷୀରେ ଅର୍ଚ୍ଚନାଙ୍କ ବ୍ୟବସାୟୀ ଅମୀୟକାନ୍ତ ଦାସ ମଙ୍ଗଳବାର ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଅର୍ଚ୍ଚନା ଏବଂ…
Read More...

ଆଜି ଭାରତ ନ୍ୟୁଜଲାଣ୍ଡ ମ୍ୟାଚ

ନାପିଅର : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନିଟି ଟି-୨୦ ମ୍ୟାଚ ବିଶିଷ୍ଟ ସିରିଜର ତୃତୀୟ ମ୍ୟାଚ୍‌ ଆଜି ଖେଳାଯିବ। ନାପିଅରରେ ଉଭୟ ଦଳ ମୁହାଁମୁହିଁ ହେବେ। ସିରିଜର ପ୍ରଥମ ମ୍ୟାଚ ବର୍ଷା ଦ୍ୱାରା ଧୋଇ ହୋଇଯାଇଥିଲା। ଏଥି ସହିତ ଦ୍ୱିତୀୟ ଟି-୨୦ରେ ଭାରତୀୟ ଦଳ ୬୫ ରନରେ ଜିତିଥିଲା। ଏହି ବିଜୟ…
Read More...

ପାର୍କିଂ ପାଇଁ ବିଏମସିର କଡ଼ା ଚେତାବନୀ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମାଞ୍ଚଳରେ ଦିନକୁ ଦିନ ଯାନବାହାନ ସଂଖ୍ୟା ବଢ଼ୁଥିବାବେଳେ ଟ୍ରାଫିକ ସମସ୍ୟା ଅଣାୟତ୍ତ ହେଉଛି। କେଉଁ କାରଣରୁ ଟ୍ରାଫିକ ସମସ୍ୟା ଅଧିକ ହେଉଛି, ସେନେଇ ବିଏମ୍‌ସି ତର୍ଜମା କରୁଛି। ଏହି କ୍ରମରେ ସହରରେ ଥିବା ବିଭିନ୍ନ ଆପାର୍ଟମେଣ୍ଟ,…
Read More...

ରାଜଧାନୀରେ ଦାନ ମାଝୀ ଘଟଣା, ମା କୁ ଷ୍ଟ୍ରେଚରରେ ବୋହିଲା ପୁଅ

ଭୁବନେଶ୍ୱର : ରାଜଧାନୀରେ ଦାନ ମାଝି ଭଳି ଅଭାବନୀୟ ଘଟଣାର ପୁନରାବୃତ୍ତି ହୋଇଛି। ମା’ଙ୍କ ମୃତଦେହ ଘରକୁ ନେବା ପାଇଁ ମିଳିଲାନି ମହାପ୍ରୟାଣ ଗାଡ଼ି। ଘରୋଇ ଆମ୍ବୁଲାନ୍ସରେ ନେବାକୁ ପାଖରେ ନ ଥିଲା ଟଙ୍କା। ଶେଷରେ ମୃତଦେହକୁ ଷ୍ଟ୍ରେଚର୍‌ରେ ଟାଣି ଟାଣି ନେଇଥିଲେ ପୁଅ ମାନସ ବାହୁବଳେନ୍ଦ୍ର।…
Read More...

କିଟ୍ ରେ ହେବ ବାୟୋ-ଟେକ୍ନୋଲଜି ଉତ୍କର୍ଷ କେନ୍ଦ୍ର

ଭୁବନେଶ୍ୱର -‘କିଟ୍‌’ର ସ୍କୁଲ ଅଫ୍‌ ବାୟୋ-ଟେକ୍ନୋଲୋଜିକୁ ଉତ୍କର୍ଷ କେନ୍ଦ୍ର (ସେଣ୍ଟର ଅଫ୍‌ ଏକ୍ସିଲେନ୍ସ)ରେ ପରିଣତ କରାଯିବ। ଏଥିପାଇଁ ସରକାରଙ୍କ ବିଜ୍ଞାନ ଓ କାରିଗରି ବିଭାଗ ୨ କୋଟି ଟଙ୍କା ଯୋଗାଇଦେବ। ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ସହିତ ଇନ୍‌କ୍ୟୁବେଶନ ସେଣ୍ଟରର ଅଭିବୃଦ୍ଧି ଉପରେ…
Read More...

ନୂତନ ଭୁବନେଶ୍ୱରରେ ବୃହତ ସରକାରୀ ଡାକ୍ତରଖାନା ପାଇଁ ପ୍ରସ୍ତାବ

ଭୁବନେଶ୍ୱର, ନୂତନ ଭୁବନେଶ୍ୱର ଭାବେ ପରିଚିତ ଚନ୍ଦ୍ରଶେଖରପୁର ଅଞ୍ଚଳ ଗତ ୨୨ ବର୍ଷ ମଧ୍ୟରେ ବହୁ ବିକାଶ ଘଟିଛି । ଏଠାରେ ବଡ ବଡ ଶିକ୍ଷାନୁଷ୍ଠାନ, ବାଣିଜ୍ୟ କେନ୍ଦ୍ର, ରାଜ୍ୟ ସରକାରଙ୍କ ଦପ୍ତର, ବେସରକାରୀ ଡାକ୍ତରଖାନା ଓ ବିଭିନ୍ନ ଅନୁଷ୍ଠାନର ମୁଖ୍ୟ କାର୍ଯ୍ୟାଳୟ ଗଢି ଉଠିଛି । ଏଥି ସହିତ…
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବିଜ୍ଞାନ ମେଳା

ଭୁବନେଶ୍ୱର, : ନୀଳାଦ୍ରି ବିହାର ସେକ୍ଟର ତିନି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ବିଜ୍ଞାନ ମେଳା ଓ ବିଜ୍ଞାନାଗାର ଉଦ୍‌ଘାଟିତ ହୋଇଯାଇଛି । ଏହାକୁ ୧୪ ନମ୍ବର କର୍ପୋରେଟର ମୋନାଲିସା ସାହୁ ଓ ୬ ନମ୍ବର କର୍ପୋରେଟର ପ୍ରୀତିନନ୍ଦା ରାଉତରାୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଛନ୍ତି…
Read More...

ମହିଳା ସଶକ୍ତିକରଣରେ ଓଡିଶା ବହୁ ଉର୍ଦ୍ଧ୍ୱରେ

ଭୁବନେଶ୍ୱର, : ଭୁବନେଶ୍ୱର ମହାନଗର ନିଗମ ଅର୍ନ୍ତଗତ ୧୨ ନମ୍ବର ଓ୍ବାର୍ଡର ଗଜପତି ନଗର ସ୍ଥିତ ମା ଦକ୍ଷିଣ କାଳୀ ମନ୍ଦିର ପ୍ରାଗଣରେ ସଞ୍ଜିବନୀ ମହିଳା ମହାସଂଘ ପକ୍ଷରୁ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ କର୍ପୋରେଟର ଜୟନ୍ତୀ ସାହୁ ଯୋଗଦେଇ କହିଥିଲେ ସାରା ଭାରତ ବର୍ଷରେ…
Read More...

ଡ୍ୟୁଟିରେ ଥିବାବେଳେ ଗୁରୁତର ପ୍ରସୂତୀଙ୍କୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ ଏମ୍ସ ଭୁବନେଶ୍ବର ଡାକ୍ତର

ଭୁବନେଶ୍ବର, : ଆଉ କିଛି ସମୟ ବିଳମ୍ବ ହୋଇଥିଲେ ରକ୍ତ ଅଭାବରୁ ବୋଧହୁଏ ଜଣେ ଗୁରୁତର ପ୍ରସୂତୀ ମହିଳାଙ୍କର ଜୀବନ ବିପଦରେ ପଡିଥାଆନ୍ତା। ମାତ୍ର ଠିକ୍ ସମୟରେ ଆଗକୁ ଆସି ସହୃଦୟତାର ସହିତ ରକ୍ତଦାନ କରିଥିଲେ ଏମ୍ସ ଭୁବନେଶ୍ବର ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ ବିଭାଗର ସହକାରୀ ପ୍ରଫେସର ଡକ୍ଟର…
Read More...