ଇଂଲଣ୍ଡ ପାକିସ୍ତାନକୁ ହରାଇ ଚମ୍ପିଅନ୍
ମେଲବୋର୍ନ,୧୨।୧୧: ଇଂଲଣ୍ଡ ଟି-୨୦ ବିଶ୍ୱକପ ୨୦୨୨ ଚାମ୍ପିଅନ୍ ହୋଇଛି। ମେଲବୋର୍ନରେ ଚାଲିଥିବା ଫାଇନାଲ ମ୍ୟାଚରେ ବେନ ଷ୍ଟୋକ୍ସ ଏବଂ ମୋଇନ ଅଲିଙ୍କ ଚମତ୍କାର ଇନିଂସ ଆଧାରରେ ପାକିସ୍ତାନକୁ ୫ ଉଇକେଟ୍ରେ ପରାସ୍ତ କରିଛି ଇଂଲଣ୍ଡ। ଏହା ହେଉଛି ଇଂଲଣ୍ଡର ଦ୍ୱିତୀୟ ଟି -୨୦ ବିଶ୍ୱକପ ଟାଇଟେଲ।…
Read More...
Read More...