banner
Breaking

ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଯ ବିଜୟୀ ହୋଇଛନ୍ତି। ଏହାକୁ ନେଇ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ବିଜୁ ଜନତା ଦଳ(ବିଜେଡି) ଜନାଦେଶକୁ ସମ୍ମାନ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।…
Read More...

ବାଜି ମାରିଲା ବିଜେପି

ଭୁବନେଶ୍ୱର : ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେଡିର ଅବନ୍ତୀ ଦାସଙ୍କୁ ୯,୮୦୨ଖଣ୍ଡ ଭୋଟରେ ହରାଇ ବିଜୟ ମୁକୁଟ ପିନ୍ଧିଛନ୍ତି। ମୋଟ୍‌ ୧୯ ରାଉଣ୍ଡ ତଥା ଅନ୍ତିମ ରାଉଣ୍ଡରେ ସୂରଜ…
Read More...

ଉତ୍କଳ କନିକା ଗ୍ୟାଲେରିଆ ମଲ୍‌ରେ ‘ଖୁସିୟୋଁ କା ତ୍ୟୋହାର’ ପୁରସ୍କାର ବିତରଣ ଉତ୍ସବ

ଭୁବନେଶ୍ୱର : ପାର୍ବଣ ଅବସରରେ ଉତ୍କଳ କନିକା ଗ୍ୟାଲେରିଆ ମଲ୍ ଏବଂ ଏଚ୍‌ଡ଼ିଏଫ୍‌ସି ବ୍ୟାଙ୍କର ମିଳିତ ଆନୁକୂଲ୍ୟରେ ମଲ୍ ପରିସରରେ ଆରମ୍ଭ ହୋଇଥିବା ‘ଖୁସିୟୋଁ କା ତ୍ୟୋହାର’ ଶେଷ ହୋଇଛି । ‘ଖୁସିୟୋଁ କା ତ୍ୟୋହାର’ରେ ଅଂଶ ଗ୍ରହଣ କରିଥିବା ଗ୍ରାହକମାନଙ୍କୁ ପୁରସ୍କାର ବଣ୍ଟନ କରାଯାଇଛି ।…
Read More...

ଡ୍ରେନ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରଘୁନାଥପୁର ଗ୍ରାମ ପଞ୍ଚାୟତରେ ଏକ ଡ୍ରେନ କାର୍ଯ୍ୟର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ରାଉତଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି। ପ୍ରାୟ ୬୫ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ…
Read More...

ଦାନ ଲକ୍ଷ୍ମୀ : ଆଇ.ସି.ସି ମହିଳା ଉଦ୍ୟୋଗୀ ପରିଷଦ ଓ ଜୟ ଓଡ଼ିଶାର ଏକ ନିଆରା ପ୍ରୟାସ

ଭୁବନେଶ୍ୱର : ଆଇ.ସି.ସି ମହିଳା ଉଦ୍ୟୋଗୀ ପରିଷଦ, ଜୟ ଓଡ଼ିଶା ଓ ଭୁବନେଶ୍ୱର କ୍ଲବ ସହଯୋଗର ଭୁବନେଶ୍ୱରର ନାଗରିକଙ୍କ ପାଇଁ ଅବ୍ୟହୃତ ଘରୋଇ ସାମଗ୍ରୀ ଦାନ କରିବା ପାଇଁ ଦାନ ଲକ୍ଷ୍ମୀ ଏକ ସ୍ୱତନ୍ତ୍ର ପଦକ୍ଷେପ ଆରମ୍ଭ କରାଯାଇଛି । ଭୁବନେଶ୍ୱର କ୍ଲବରେ ଏହି ପଦକ୍ଷେପର ଉଦ୍ଘାଟନୀ ଅବସରରେ ଅତିଥି…
Read More...

ଭାରତ ଓ ଜିମ୍ବାୱେ ମ୍ୟାଚ ହାର ଜିତର ଅଙ୍କ କଣ କହୁଛି

ନୂଆଦିଲ୍ଲୀ : ଟି୨୦ ବିଶ୍ୱକପ୍‌ ୨୦୨୨ରେ ଭାରତ ସୁପର-୧୨ ଚରଣର ଅନ୍ତିମ ମୁକାବିଲା ଜିମ୍ବାଓ୍ବେ ବିପକ୍ଷରେ ଖେଳିବ। ଏବେ ଦଳ ଗ୍ରୁପ୍‌ର ଶୀର୍ଷରେ ରହିଥିବା ଯୋଗୁ ଯଦି ଜିମ୍ବାଓ୍ବେ ବିପକ୍ଷରେ ମ୍ୟାଚ୍‌ ଜିତିଯାଏ ତେବେ ସିଧା ସେମିଫାଇନାଲକୁ ଯିବ। ରବିବାର ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚକୁ…
Read More...

ବଳାତ୍କାର ପୀଡ଼ିତାଙ୍କ ତଥ୍ୟ ଓ ବୟାନ ଗୁପ୍ତ ରହିବ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ବଳାତ୍କାର ପୀଡିତାଙ୍କ ପରିଚୟ ତଥା ବୟାନକୁ ଗୁପ୍ତ ରଖିବା ପାଇଁ ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ବଳାତ୍କାର ମାମଲାରେ ଚାର୍ଜଶିଟ କିମ୍ବା ଚୂଡ଼ାନ୍ତ ରିପୋର୍ଟ ଦାଖଲ ନ ହେବା ପର୍ଯ୍ୟନ୍ତ ସିଆରପିସିର ଧାରା ୧୬୪ ଅନୁଯାୟୀ ବଳାତ୍କାର ପୀଡିତାଙ୍କ ବୟାନ ବାହାରେ…
Read More...

ରାତି ପାହିଲେ ଭୋଟ ଗଣତି

ଭୁବନେଶ୍ୱର,୫।୧୧(ବ୍ୟୁରୋ): ରାତି ପାହିଲେ ଆସିବ ନିର୍ବାଚନ ଫଳାଫଳ। କିଏ ମାରିବ ବାଜି! ଏ ନେଇ ସବୁଠି ଚର୍ଚ୍ଚା। ଓଡ଼ିଶାବାସୀଙ୍କ ନଜରରେ ରହିଛି ଧାମନଗର ନିର୍ବାଚନ ଫଳାଫଳ। କାହା ଅଙ୍କକଷା କେତେ କାମ କରିବ? ୩ ପ୍ରମୁଖ ଦଳ ମଧ୍ୟରେ ଅଛନ୍ତି ସ୍ବାଧୀନ ପ୍ରାର୍ଥୀ। କିଏ ପିନ୍ଧିବ ବିଜୟର ମୁକୁଟ।…
Read More...

ପଦ୍ମପୁର ନିର୍ବାଚନ ପାଇଁ ତାରିଖ ଘୋଷଣା

ଭୁବନେଶ୍ୱର : ପଦ୍ମପୁର ଉପ-ନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା ହୋଇଛି। ଡିସେମ୍ବର ୫ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ମୁଖ୍ୟ ନିର୍ବାଚନ କମିଶନ ତାରିଖ ଘୋଷଣା କରି ସୂଚନା ଦେଇଛନ୍ତି । ନଭେମ୍ବର ୧୦ରେ ଏ ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ । ୧୭ରେ ନାମାଙ୍କନ…
Read More...

ନୀଳାଦ୍ରି ବିହାର ବ୍ରିଜର ଭିିତ୍ତିପ୍ରସ୍ତର ସ୍ଥାପନ , ତିନି ମାସ ଭିତରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଲେ…

ଭୁବନେଶ୍ୱର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୮ ନମ୍ବର ଓ୍ବାର୍ଡର ନୀଳାଦ୍ରି ବିହାର ବ୍ରିଜର ଶୁଭ ଭିିତ୍ତିପ୍ରସ୍ତର ସ୍ଥାପନ ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତଙ୍କ କରକମଳରେ ଅନୁଷ୍ଠିତ ହୋଇଯାଇଛି । ୫ କୋଟି ୭୨ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହେବାକୁ ଥିବା ଏହି…
Read More...