ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଓଡିଶା ପୁଲିସର ଜୋରଦାର ପ୍ରସ୍ତୁତି
ଭୁବନେଶ୍ୱର: ଓଡ଼ିଶାରେ ଆସନ୍ତାକାଲି ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏଥିରେ ୬ଟି ଲୋକସଭା ଓ ୪୨ଟି ବିଧାନସଭା ଆସନ ପାଇଁ ଭୋଟ ପଡ଼ିବ। ଏଥର ୧୦ ହଜାର ୮୮୨ଟି ବୁଥ୍ ହୋଇଥିବାବେଳେ, ଏଥିରୁ ୨୧ ପ୍ରତିଶତ ବୁଥ୍ ସମ୍ବେଦନଶୀଳ ଅଟେ । ଯାହାକୁ ନେଇ ସୁରକ୍ଷା ଦୃଷ୍ଟିରୁ ୩୬…
Read More...
Read More...