banner
Breaking

ବିଏମସି ପକ୍ଷରୁ କିଶୋର ମଟନ ଦୋକାନ ଉଚ୍ଛେଦ

ଭୁବନେଶ୍ୱର : ରାଜଧାନୀର ପ୍ରସିଦ୍ଧ କିଶୋର ଭାଇନାଙ୍କ ମଟନ ହୋଟେଲ ଶୁକ୍ରବାର ମାଟିରେ ମିଶିଛି। ଅପମିଶ୍ରିତ ଖାଦ୍ୟ ପ୍ରସ୍ତୁତି ନେଇ ବିଏମ୍‌ସି ପକ୍ଷରୁ ଆଜି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଏମ୍‌ସି ପକ୍ଷରୁ ବୁଧବାର ଦୋକାନ ସିଲ୍‌ କରାଯାଇଥିବା ବେଳେ ଗୁରୁବାର ପୁଣି ଦୋକାନ…
Read More...

ବେଦାନ୍ତ ଓଡ଼ିଶାରେ କାର୍ଯ୍ୟ ସମ୍ପ୍ରସାରଣ କରିବ

ଭୁବନେଶ୍ୱର,୧୬।୯:ଦେଶର ପ୍ରମୁଖ ଘରୋଇ କମ୍ପାନୀ ବେଦାନ୍ତ ଆଲୁମିନିୟମ ଓଡ଼ିଶାରେ ଜାରି ରଖିଥିବା ବ୍ୟବସାୟିକ କାର୍ଯ୍ୟକଳାପ ଗୁଡ଼ିକର ସମ୍ପ୍ରସାରଣ କରିବ ବୋଲି ଜଣାପଡ଼ିଛି। ଏପରିକି ନିକଟରେ ଓଡ଼ିଶା ସରକାରଙ୍କ ଦ୍ୱାରା ମୁମ୍ବାଇଠାରେ ଆୟୋଜିତ ମେକ୍‌ ଇନ୍‌ ଓଡ଼ିଶା-୨୦୨୨ ରୋଡ୍‌ଶୋରେ ବେଦାନ୍ତ…
Read More...

ପିଜି ନାମଲେଖା ପ୍ରକିୟା ଆରମ୍ଭ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକତ୍ତୋର (ପିଜି) ପାଠ୍ୟକ୍ରମରେ ଶୁକ୍ରବାରଠୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ମେଧା ତାଲିକା ପ୍ରକାଶ ପାଇବା ପରେ ଯୋଗ୍ୟ ବିବେଚିତ ଛାତ୍ରୀଛାତ୍ର ଶୁକ୍ରବାର ଏବଂ ଶନିବାର ନାମ ଲେଖାଇବେ। ଏହା ପରେ ଆସନ୍ତା ୨୩…
Read More...

ରାଜଧାନୀରେ ସୂର୍ଯ୍ୟକିରଣ ଏୟାର ଶୋ ପ୍ରଦର୍ଶିତ

ଭୁବନେଶ୍ୱର : ରାଜଧାନୀର କୁଆଖାଇ ପଠାସ୍ଥିତ ବାଲିଯାତ୍ରା ପଡିଆରେ ‘ସୂର୍ଯ୍ୟକିରଣ ଏୟାର ଶୋ’ର ଦମ୍‌ଦାର ପ୍ରଦର୍ଶନ ଦେଖିବାକୁ ମିଳିଛି। ବାୟୁବୀରମାନେ ଆକାଶ ମାର୍ଗରେ ନିଜର ସାହସିକତା ପ୍ରଦର୍ଶନ କରିଛନ୍ତି। ଭିନ୍ନ ଭିନ୍ନ ଦୁଃସାହସିକ କ୍ରୀଡ଼ା କୌଶଳ ଦେଖାଇ ଓଡ଼ିଶାବାସୀଙ୍କୁ ମନୋରଞ୍ଜନର…
Read More...

୭୫ ତମ ସୀମିତ ସଂସ୍କରଣ ସହିତ ନୂତନ ଡିଫେଣ୍ଡର

ଭୁବନେଶ୍ୱର : ୧୯୪୮ରେ ଆମଷ୍ଟରଡାମ ମୋଟର ଶୋ’ରେ ପରିଚିତ ହୋଇଥିବା ଡିଫେଣ୍ଡରର ୭୫ ତମ ସୀମିତ ସଂସ୍କରଣ ସହିତ ଲ୍ୟାଣ୍ଡ ରୋଭର ପକ୍ଷରୁ ଏହାର ବାର୍ଷିକୀ ପାଳନ କରାଯାଉଛି । ୯୦ ଅବା ୧୧୦ ବଡି ଡିଜାଇନରେ ଉପଲବ୍ଧ । ଡିଫେଣ୍ଡର ୭୫ତମ ଲିମିଟେଡ ସଂସ୍କରଣ ଅନନ୍ୟ ସବିଶେଷ ବିବରଣୀ ସହିତ ସ୍ୱତନ୍ତ୍ର…
Read More...

ନାରଦ ଟୁଙ୍ଗିର ଶୁଭ ଉଦ୍‌ଘାଟନ ସମାରୋହ

ତାଳଚେର : -ନାରଦ ଟୁଙ୍ଗି ଅନୁଷ୍ଠାନର ଶୁଭ ଉଦ୍‌ଘାଟନ ଉତ୍ସବ ଦେଉଳବେଡା ସ୍ଥିତ ଡିସିଆଇ କ୍ଲବ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ସୌଭାଗ୍ୟ ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥ ଭାବେ ଢେଙ୍କାନାଳ ସାଂସଦ ମହେଶ ସାହୁ , ମୁଖ୍ୟବକ୍ତା ଭାବେ…
Read More...

ବିଏମସି ପକ୍ଷରୁ କିଟ୍ ଛକରେ ଚଢ଼ାଉ

ଭୁବନେଶ୍ୱର : ରାଜଧାନୀରେ ବିଏମ୍‌ସି ପକ୍ଷରୁ ଗୁରୁବାର କିଟ୍‌ ନିକଟବର୍ତ୍ତୀ ଅଞ୍ଚଳରେ ଥିବା ବିଭିନ୍ନ ଖାଦ୍ୟ ଦୋକାନରେ ଚଢାଉ କରାଯାଇଛି। ଏହି ଚଢାଉରେ ବିଏମ୍‌ସି କମିଶନର ବିଜୟ ଅମୃତା କୁଲାଙ୍ଗେ ସାମିଲ ଥିଲେ। ଦୋକାନଗୁଡିକରେ ଖାଦ୍ୟର ମାନ ପରୀକ୍ଷା କରିବା ସହ ଲାଇସେନ୍ସ ଯାଞ୍ଚ କରାଯାଇଛି।…
Read More...

ପୁଷ୍ଟିଯୁକ୍ତ ଖାଦ୍ୟ ଗ୍ରହଣ ସମ୍ପର୍କିତ ଆଚରଣଗତ ପରିବର୍ତ୍ତନ ଉପରେ ମହିଳା ଆରୋଗ୍ୟ ସମିତି ସଦସ୍ୟାଙ୍କ ଦକ୍ଷତା ବୃଦ୍ଧି…

ଭୁବନେଶ୍ୱର : ପୁଷ୍ଟିକର ଖାଦ୍ୟ ଗ୍ରହଣକୁ ନେଇ ରହିଥିବା ପାରମ୍ପରିକ ଆଚରଣକୁ ସମ୍ପର୍କରେ ମହିଳା ଆରୋଗ୍ୟ ସମିତି (ଏମ୍‌ଏଏସ୍‌) ସଦସ୍ୟାଙ୍କ ଦକ୍ଷତା ବୃଦ୍ଧି, ସଚେତନତା ସୃଷ୍ଟି କରିବା ଏକ ସୁସ୍ଥ ସମାଜ ଗଠନ ଦିଗରେ ଆଜିର ସମୟର ବଡ଼ ଆହ୍ବାନ। ପୁଷ୍ଟିକର ଖାଦ୍ୟ ଗ୍ରହଣ ସମ୍ବନ୍ଧୀୟ ଞ୍ଜାନ ଓ…
Read More...

ନକଲି ଔଷଧ ବ୍ୟବସାୟୀଙ୍କ ପ୍ରତି କଠୋର ହେଲା ୟୁସିଡିଏ

ଭୁବନେଶ୍ୱର : ଉତ୍କଳ କେମେଷ୍ଟି ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ ପକ୍ଷରୁ ୟୁନିଟ ୪ ସ୍ଥିତ ଅଟଳ ଭବନ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ସରକାରଙ୍କ ଏକ ନେସନ ଏକ ଟ୍ୟାକ୍ସ ଆଧାରରେ ଯେ କୌଣସି ବ୍ୟବସାୟୀ ଜିଏସ୍‌ଟି ଭରି ଯେକୌଣସି ସ୍ଥାନରୁ ଯେକୌଣସି ଜିନିଷ କିଣିପାରିବେ ।…
Read More...

ଡ଼ ଅଚ୍ୟୁତ ସାମନ୍ତଙ୍କୁ ନାଗରିକ ସମ୍ବର୍ଦ୍ଧନା ସମ୍ମାନ

ଭୁବନେଶ୍ୱର : କିସ୍‌ ବିଶ୍ୱବିଦ୍ୟାଳୟକୁ ନିକଟରେ ବିଶ୍ୱର ସର୍ବଶ୍ରେଷ୍ଠ ୟୁନେସ୍କୋ ସାକ୍ଷରତା ପୁରସ୍କାର ମିଳିଛି। ଏ ନେଇ କିସ୍‌ ଓ କିଟ୍‌ର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଓଡ଼ିଶା ସଚେତନ ନାଗରିକ ଫୋରମ୍‌ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ ‘ନାଗରିକ ସମ୍ବର୍ଦ୍ଧନା’ ପ୍ରଦାନ କରାଯାଇଛି।…
Read More...