banner
Breaking

ଉତ୍ତର ଭୁବନେଶ୍ୱର ଭସାଣି କମିଟିର ପ୍ରସ୍ତୁତି ବୈଠକ ଓ ସମ୍ବର୍ଦ୍ଧନା ମହୋତ୍ସବ

ଭୁବନେଶ୍ୱର,୧୧ା୯ – ଉତ୍ତର ଭୁବନେଶ୍ୱର ଭସାଣି କମିଟି ପକ୍ଷରୁ ଦୁର୍ଗାପୂଜା ଭସାଣି ପାଇଁ ପ୍ରସ୍ତୁତି ବୈଠକ ପଟିଆ ସ୍ଥିତ ଏକ ଘରୋଇ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । ଭସାଣି କମିଟିର ସଂଯୋଜକ ସମରେନ୍ଦ୍ର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବିଶିଷ୍ଠ ଅତିଥି ମାନଙ୍କ ମଧ୍ୟରେ କିଟ ଓ…
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଓଡ଼ିଶା କ୍ରୀଡା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିବ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱରେ ଓଡ଼ିଶା କ୍ରୀଡ଼ା କାର୍ଯ୍ୟକଳାପର ଆଉ ଏକ ମାଇଲ ଖୁଣ୍ଟ ହାସଲ କରିବାକୁ ଯାଉଛି। ଓଡ଼ିଶା ୧୭ ବର୍ଷରୁ କମ୍‌ ଫିଫା ମହିଳା ଫୁଟ୍‌ବଲ ବିଶ୍ୱକପର କେତୋଟି ମ୍ୟାଚ ଆୟୋଜନ କରିବାକୁ ଯାଉଛି। ଏହା ଚଳିତବର୍ଷ ଅକ୍ଟୋବର…
Read More...

କିସ୍‌କୁ ବିଶ୍ୱର ସର୍ବଶ୍ରେଷ୍ଠ ଶିକ୍ଷା ସମ୍ମାନ ପ୍ରଦାନ

ଭୁବନେଶ୍ୱର : ସର୍ବବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନ କିସ୍‌କୁ ବିଶ୍ୱର ସର୍ବଶ୍ରେଷ୍ଠ ଶିକ୍ଷା ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କିସ୍‌କୁ ୟୁନେସ୍କୋ ଅନ୍ତର୍ଜାତୀୟ ଲିଟେରାସି ପୁରସ୍କାର-୨୦୨୨ ଭଳି ଏକ ସମ୍ମାନଜନକ ପୁରସ୍କାର ପ୍ରଦାନ…
Read More...

ମୋ କଲେଜ’ ଅଭିଯାନ ଅଧୀନରେ ୧୩ଟି ମହାବିଦ୍ୟାଳୟ ପାଇଁ ୮୫ ଲକ୍ଷ ଟଙ୍କାର ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର : ‘ମୋ କଲେଜ’ ଅଭିଯାନ ଅଧୀନରେ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ସାମଗ୍ରିକ ବିକାଶ ଲାଗି ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଏହି କ୍ରମରେ ଶୁକ୍ରବାର ଦିନ ରାଜ୍ୟ ସରକାର ୧୩ଟି ମହାବିଦ୍ୟାଳୟରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ପାଇଁ ୮୫ ଲକ୍ଷ ୮୪ ହଜାର…
Read More...

ନୀଳାଦ୍ରି ବିହାରରେ ଉନ୍ନତି ମୂଳକ କାର୍ଯ୍ୟର ସମୀକ୍ଷା କଲେ ବଏମସିି କନିଶନର

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମର ୮ ନମ୍ବର ଓାର୍ଡ ଅନ୍ତର୍ଗତ ନୀଳାଦ୍ରି ବିହାର ସେକ୍ଟର ୧ ଓ ୨ କଲୋନୀରେ ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ବିଏମସି କମିଶନର ବିଜୟ ଅମୃତ କୁଳାଙ୍ଗେ । ଆଜି ସକାଳ ସାତ ଟାରେ ନୀଳାଦ୍ରି ବିହାରରେ ପହଞ୍ଚି ସରସ୍ୱତୀ ଶିଶୁ ମନ୍ଦିର ପଛ…
Read More...

ଉତ୍କଳ କନିକା ଗ୍ୟାଲେରିଆ ମଲ୍ ଫୁଡ଼୍ କୋର୍ଟରେ ଖୋଲିଲା ‘ଶୱର୍ମା ହଟ୍‌’

ଭୁବନେଶ୍ୱର : କଳ୍ପନା ସ୍ଥିତ ଉତ୍କଳ କନିକା ଗ୍ୟାଲେରିଆ ମଲ୍ ଫୁଡ଼୍ କୋର୍ଟରେ ‘ଶୱର୍ମା ହଟ୍‌’ ଫୁଡ଼୍ ଆଉଟ୍‌ଲେଟ୍ ଉଦ୍‌ଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଅଭିନେତା ତଥା ମୋ କଲେଜର ଅଧ୍ୟକ୍ଷ ଆକାଶ ଦାସନାୟକ ଏହାକୁ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଭୁବନେଶ୍ୱରକୁ…
Read More...

କାର ପଛ ସିଟରେ ବସି ବେଲ୍ଟ ନ ବାନ୍ଧିଲେ ଜରିମାନା

ନୂଆଦିଲ୍ଲୀ : କାର୍‌ ପଛ ସିଟ୍‌ରେ ବସୁଥିବା ଯାତ୍ରୀ ଯଦି ସିଟ୍‌ବେଲ୍ଟ ବ୍ୟବହାର ନ କରନ୍ତି, ତେବେ ସେମାନଙ୍କୁ ଜରିମାନା ଦେବାକୁ ପଡ଼ିବ। ଖୁବ୍‌ଶୀଘ୍ର ସରକାର ଏଭଳି ନିଷ୍ପତ୍ତି ନେବାକୁ ଯାଉଥିବା ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ମଙ୍ଗଳବାର ଏହା ଘୋଷଣା କରିଛନ୍ତି। ଦୁର୍ଘଟଣାରେ…
Read More...

ଜଳବାୟୁ ପରିବର୍ତ୍ତନ ପଦକ୍ଷେପ ଉପରେ ଜାତୀୟ ସମ୍ମିଳନୀ

ଭୁବନେଶ୍ୱର : ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ ଓ ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ (ଆଇସିସି) ଓଡ଼ିଶାର ମିଳିତ ଆନୁକୂଲ୍ୟରେ “ଜଳବାୟୁ ପରିବର୍ତ୍ତନ ପଦକ୍ଷେପ- ନେଟ୍ ଜିରୋ ହାସଲ କରିବା ପାଇଁ ବିକଳ୍ପ ଶକ୍ତି ଏବଂ ଗତିଶୀଳତା ସମାଧାନ” ଉପରେ ଜାତୀୟ ସମ୍ମିଳନୀର ତୃତୀୟ ସଂସ୍କରଣ ଏକ ତାରକା…
Read More...

ଟାଟା ମୋଟର୍ସ ଭାରତର ଟ୍ରକ ଗୁଡିକୁ ଅଧିକ ସ୍ମାର୍ଟ, ନିରାପଦ ଏବଂ ଅଧିକ ଦକ୍ଷ କରିଛିି

ଭୁବନେଶ୍ୱର : ଭାରତର ସର୍ବବୃହତ ବାଣିଜ୍ୟିକ ଯାନ ନିର୍ମାତା ଟାଟା ମୋଟର୍ସ ଭାରତର ପ୍ରଥମ ଉଘଏ ଚାଳିତ ମଧ୍ୟମ ଏବଂ ଭାରି ବାଣିଜ୍ୟିକ ଯାନ ଟ୍ରକ ଲଂଚ ସହିତ ପୁଣି ଥରେ ନୂତନ ଟ୍ରାକିଙ୍ଗ ଇତିହାସ ସୃଷ୍ଟି କରିଛି; ଏକ ଅଭିନବ ପ୍ରସ୍ତୁତି, ଉନ୍ନତ ଡ୍ରାଇଭର ସହାୟତା ବ୍ୟବସ୍ଥା, ଏବଂ ଡ୍ରାଇଭିଂ…
Read More...

ଜାତୀୟ ସ୍ତରରେ ଓଡିଶାର କଳା ପ୍ରଦର୍ଶିତ

ଭୁବନେଶ୍ୱର, : ଗୁଜରାଟର ଗାନ୍ଧୀନଗର ହେଲିପ୍ୟାଡ ପ୍ରଦର୍ଶନୀ ସେଣ୍ଟରରେ ବିସା ଇଣ୍ଟରନ୍ୟାସନାଲ ଓ ଆଇଭା ବିୟୁଟି ଏକାଡେମୀ ପକ୍ଷରୁ ଦୁଇଦିନିଆ ହେୟାର ଷ୍ଟାଇଲ ଓ ମେକାପ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆନ୍ତର୍ଜାତୀୟ ଓ ଜାତୀୟ ସ୍ତରର ବହୁ ଖ୍ୟାତିସଂପନ୍ନ ହେୟାର ଷ୍ଟାଇଲିଷ୍ଟ ଓ ମେକାପ…
Read More...