banner
Breaking

ଡମଣା ଗୋପୀନାଥ ଜୀଉ ଦୁର୍ଗାପୂଜା କମିମିଟିର ପ୍ରସ୍ତୁତି ବୈଠକ

ଭୁବନଶ୍ୱର : କରୋନା ମହାମାରୀର କରାଳ ଦାଉରେ ଦୁଇବର୍ଷ ଧରି ଆଡମ୍ବରରେ ହୋଇପାରି ନଥିବା ଦୁର୍ଗାପୂଜା ଏଥର ମହା ଅଡମ୍ବରରେ ପାଳିତ ହେବାକୁ ଯାଉଛି । ଲୋକମାନଙ୍କ ମନରେ ଆନନ୍ଦ ଉଲ୍ଲାସ ଦେଖା ଦେଇଛି । ବିଭିନ୍ନ ପୂଜା କମିଟି ଜାକ୍ ଜମକରେ ପୁଜା କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏହି…
Read More...

ଗୌସିଆ ମସଜିଦରେ ବୃକ୍ଷ ରୋପଣ

ଭୁବନେଶ୍ୱର ; ଭୁବନେଶ୍ୱର ମହାନଗର ନିଗମର ୧୨ ନମ୍ବର ଓ୍ବାର୍ଡ ଅର୍ନ୍ତଗତ ସୈନିକ ସ୍କୁଲ ନିକଟସ୍ଥ ଗୌସିଆ ମସଜିଦ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମସଜିଦ କମିଟିର ସମ୍ପାଦକ ଦିଲଦାର ମହମଦଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…
Read More...

ଓମ ସାଇ ବିହାରରେ ବୃକ୍ଷ ରୋପଣ

ଭୁବନେଶ୍ୱର,; ଭୁବନେଶ୍ୱର ମହାନଗର ନିଗମର ୯ ନମ୍ବର ଓାର୍ଡ ଅର୍ନ୍ତଗତ ଗାଡକଣ ସ୍ଥିତ ଓମ ସାଇ ବିହାର ଠାରେ ମହିଳା ସଂଗଠନ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଜେଡି ଜିଲ୍ଲା ଉପସଭାପତି ଗଗନ ବିହାରୀ ପଣ୍ଡାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ…
Read More...

ଲେଡି ପ୍ରୋଟେକ୍ଟ ଟିମ୍ ପକ୍ଷରୁ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

ଭୁବନେଶ୍ୱର,: ଓଡିଶାର ଅଗ୍ରଣୀ ସ୍ୱଚ୍ଛାସେବୀ ଅନୁଷ୍ଠାନ ଲେଡି ପ୍ରୋଟେକ୍ଟ ଟିମ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଚନ୍ଦ୍ରଶେଖରପୁର ଦୁର୍ଗା ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ସନସାଇନ୍ ହସ୍ପିଟାଲ ସହଯୋଗରେ ଅନୁଷ୍ଠିତ ଏହି ଶିବିରରେ ଦୁଇ ଶହରୁ ଉର୍ଦ୍ଧ ଲୋକ ନିଜର ସ୍ୱାସ୍ଥ୍ୟ…
Read More...

ଚନ୍ଦ୍ରଶେଖରପୁରରେ ଫୁଟ ଓଭର ବ୍ରିଜ ନିର୍ମାଣ ହେଉ

ଭୁବନେଶ୍ୱର,: ଜୟଦେବ ବିହାର ନନ୍ଦନକାନନ ରାସ୍ତାରେ ଅତ୍ୟଧିକ ଯାନ ବାହାନ ଚଳାଚଳ କରୁଥିବାରୁ ସବୁବେଳେ ଭିଡ ରହୁଛି । ସାଧାରଣ ଲୋକଙ୍କୁ ରାସ୍ତା ପାରହେବା ପାଇଁ ଘଣ୍ଟା ଘଣ୍ଟା ସମୟ ଲାଗୁଛି । ଟିକେ ଅନ୍ୟ ମନଷ୍କ ହେଲେ ଜୀବନ ଚାଲିଯିବାର ସମ୍ଭାବନା ରହିଛି । ଚନ୍ଦ୍ରଶେଖରପୁର ପେଟ୍ରୋଲ ପମ୍ପ…
Read More...

ଭୁବନେଶ୍ୱରରେ ପୁଣି ଜଣେ ଯୁବତୀଙ୍କ ଆତ୍ମହତ୍ୟା

ଭୁବନେଶ୍ୱର,୨୧ା୮(ବ୍ୟୁରୋ): ରାଜଧାନୀରେ ଜଣେ ସଫ୍ଟଓ୍ବେୟାର ଇଞ୍ଜିନିୟର ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଆତ୍ମହତ୍ୟା କରିଥିବା ଯୁବତୀ ଜଣକ ହେଲେ ଶ୍ୱେତା ଉତ୍କଳ କୁମାରୀ। ଏକ ଆପାର୍ଟମେଣ୍ଟରୁ ତାଙ୍କର ଡାଏରୀ ଏବଂ ମୋବାଇଲ ଜବତ ହୋଇଛି। ଶୁକ୍ରବାର ରାତିରେ ଶୈଳଶ୍ରୀବିହାରର ଏକ…
Read More...

ପ୍ଲାଷ୍ଟିକ ବୋତଲରେ ପାଣି ପିଉଛନ୍ତି କି ? ସାବଧାନ ରୁହନ୍ତୁ

ସମୟ ବଦଳିଛି, ଆମେ ଯେତେ ସ୍ମାର୍ଟ ହେବାକୁ ଯାଉଛନ୍ତି ସେତେ ରୋଗ କିଣୁଛନ୍ତି। ପାଣି ପିଇବା ଲାଗି ସାଧାରଣତଃ ଆମେ ପ୍ଲାଷ୍ଟିକ୍‌ ବୋତଲ ବ୍ୟବହାର କରିଥାଉ। ବିଶେଷକରି ବାହାରକୁ ଯିବା ବେଳେ ନେବାକୁ ସୁବିଧା ହେଉଥିବାରୁ ଏହାର ଚାହିଦା ସର୍ବାଧିକ। ହେଲେ ଆପଣ ଜାଣନ୍ତିକି, ପ୍ଲାଷ୍ଟିକ୍‌ ବୋତଲରେ…
Read More...

ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମର ୧ ନମ୍ବର ଓ୍ବାର୍ଡ ଅର୍ନ୍ତଗତ ପ୍ରଶାନ୍ତି ବିହାର କମୁନିଟି ସେଣ୍ଟର ଠାରେ ୧ ନମ୍ବର ଓ୍ବାର୍ଡର କର୍ପୋରେଟର ମିହିର କୁମାର ରାଉତଙ୍କ ନେତୃତ୍ୱରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ଥାନୀୟ ଅଞ୍ଚଳର ୬୦ରୁ ଉର୍ଦ୍ଧ ଲୋକ…
Read More...

ବିଏମସିର ଦ୍ବିତୀୟ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, ୧୮।୮ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମର ଦ୍ବିତୀୟ ବୈଠକ କର୍ପୋରେସନ ହଲରେ ବସିଛି। ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସମସ୍ତ କର୍ପୋରେଟର ବିଏମସି କମିଶନର ଓ ଅଧିକାରୀ ଏବଂ ବିଧାୟକ ମାନେ ଯୋଗଦେଇଥିଲେ। ବିଏମ୍‌ସି ପକ୍ଷରୁ ପୂର୍ବ ପ୍ରସ୍ତୁତ…
Read More...

କମୁଛି ସ°କ୍ରମଣ , ଆଜି ୩୮୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଛି। ଶୁକ୍ରବାର ରାଜ୍ୟରୁ ୩୮୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ସଙ୍ଗରୋଧରୁ ୨୨୪ ଜଣ ଚିହ୍ନଟ ହୋଇଥିବା ବେଳେ ୧୬୧ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୫୮ ଜଣ ଶିଶୁ ବି ଅଛନ୍ତି। ଏନେଇ…
Read More...