banner
Breaking

ସ୍ମାର୍ଟ ସିଟିରେ ସ୍ମାର୍ଟ ରୋଗୀସେବା ଆରମ୍ଭ

ଭୁବନେଶ୍ୱର: ସ୍ମାର୍ଟ ସିଟିରେ ସ୍ମାର୍ଟ ରୋଗୀସେବା ଆରମ୍ଭ। ଏଣିକି ଡାକ୍ତରଙ୍କୁ ଦେଖାଇବା ପାଇଁ ରୋଗୀଙ୍କୁ ଚିକିତ୍ସାଳୟ ଯାଇ ଲମ୍ବା ଲାଇନ୍‌ ଦେବାକୁ ପଡ଼ିବ ନାହିଁ। ଏଥିପାଇଁ ବିଏମ୍‌ସି ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବା ସହିତ ‘ମୋ ହସ୍ପିଟାଲ’ ଆପ୍‌ ପ୍ରସ୍ତୁତ କରାଯାଇଛି।…
Read More...

୨୦୪୭ ସୁଦ୍ଧା ସ୍ବାଧୀନତା ସଂଗ୍ରାମୀଙ୍କ ସ୍ବପ୍ନ ପୂରଣ କରିବୁ: ରାଷ୍ଟ୍ରପତି

ନୂଆଦିଲ୍ଲୀ: ସ୍ବାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କୁ ପ୍ରଥମ ସମ୍ବୋଧନ କରିଛନ୍ତି ଓଡ଼ିଆ ଝିଅ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପବିତ୍ର ୭୬ତମ ସ୍ବାଧୀନତା ଦିବସ ଅବସରରେ ପ୍ରଥମେ ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ମାନ ଜଣାଇ ଦେଶବାସୀଙ୍କୁ ସମ୍ବୋଧନ କରି କହିଛନ୍ତି ଯେ…
Read More...

ମିଶନ ଶକ୍ତି ଦ୍ୱାରା ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତ , ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କଲେ…

ଭୁବନେଶ୍ୱର:ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତିର ଗୌରବମୟ ଅବସରରେ ସାରା ଦେଶରେ ‘ହର୍‌ ଘର ତ୍ରିରଙ୍ଗା’ ଅଭିଯାନ ଜୋରଦାର ହେବାରେ ଲାଗିଛି । ୧୩ରୁ ୧୫ ଅଗଷ୍ଟ ୨୦୨୨ ପର୍ଯ୍ୟନ୍ତ ସମସ୍ତ ଘର ଏବଂ ଶିକ୍ଷାନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯାଉଛି। ଆମ ରାଜ୍ୟ ଓଡ଼ିଶାରେ ମିଶନ ଶକ୍ତି…
Read More...

ଜଜବା ପକ୍ଷରୁ ହର୍ ଘର ତ୍ରିରଙ୍ଗା କାର୍ଯକ୍ରମରେ ଭିନ୍ନକ୍ଷମ ମାନଙ୍କୁ ହ୍ୟାଣ୍ଡ ଷ୍ଟିକ୍ ଓ ଜାତୀୟ ପତାକା ବଣ୍ଟନ

ଭୁବନେଶ୍ୱର : ସ୍ୱାଧୀନତା ର ୭୫ ବର୍ଷ ପୂର୍ତ୍ତି ଓ ଆଜାଦୀ କି ଅମୃତ ମହୋତ୍ସବ ଅବସରରେ ଜଜବା ଅନୁଷ୍ଠାନ ପକ୍ଷରୁ ହର୍ ଘର ତ୍ରିରଙ୍ଗା କାର୍ଯକ୍ରମ ଭୁବନେଶ୍ୱରରେ ଶୁଭାରମ୍ଭ ହୋଇଛି । ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନ କ୍ରମେ ଆଜି ଠାରୁ ତିନିଦିନ ବ୍ୟାପୀ ସମସ୍ତଙ୍କ ଘରେ ତ୍ରିରଙ୍ଗା…
Read More...

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସାକ୍ଷାତ କଲେ ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ…

ଭୁବନେଶ୍ୱର : ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର (ଡ) ଆଶୁତୋଷ ବିଶ୍ୱାସ ଆଜି ରାଜ ଭବନରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଅବସରରେ ଡ. ବିଶ୍ୱାସ ମାନ୍ୟବର ରାଜ୍ୟପାଳଙ୍କୁ ଏମ୍ସ ଭୁବନେଶ୍ୱରରେ…
Read More...

୨୮ଟି ଗେଟ୍ ଖୋଲିଲା, ବନ୍ୟା ଆଶଙ୍କା

ସମ୍ବଲପୁର, ୧୩।୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଶନିବାର ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌ ଖୋଲିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୨୮ଟି ଗେଟ୍‌ ଦେଇ ଡ୍ୟାମ୍‌ରୁ ଜଳ ନିଷ୍କାସନ ହେଉଛି। ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରୁ ଗେଟ୍‌ ଖୋଲାଯାଇଛି। ଏହା ପୂର୍ବରୁ ସକାଳୁ…
Read More...

ସିବିଆଇ ଅଫିସରଙ୍କୁ ମେଡାଲ

ନୂଆଦିଲ୍ଲୀ,୧୩।୮: ତଦନ୍ତ କ୍ଷେତ୍ରରେ ଉତ୍କର୍ଷତା ଲାଗି ସିବିଆଇର ୧୫ ଜଣ ଅଫିସରଙ୍କ ସ୍ବରାଷ୍ଟ୍ରମନ୍ତ୍ରୀ ମେଡାଲରେ ସମ୍ମାନିତ କରାଯାଇଛି। ଏହି ସମ୍ମାନଜନକ ମେଡାଲ ବିଜେତାଙ୍କ ମଧ୍ୟରେ ଅଛନ୍ତି ଡେପୁଟି ଏସ୍‌ପି ସୁରେନ୍ଦ୍ର କୁମାର ରୋହିଲା। ସେ ଆଲ୍ଲାହାବାଦ ହାଇକୋର୍ଟର ପୂର୍ବତନ ବିଚାରପତି…
Read More...

ଇଞ୍ଜିନିୟରିଂ ଏବଂ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଗୋଟିଏ ପ୍ରବେଶିକା ପରୀକ୍ଷା

ନୂଆଦିଲ୍ଲୀ,୧୩ା୮: ଇଞ୍ଜିନିୟରିଂ ଏବଂ ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଗୋଟିଏ ପ୍ରବେଶିକା ପରୀକ୍ଷା ପ୍ରସ୍ତାବ ଉପରେ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) କାର୍ଯ୍ୟ କରୁଛି। ଏନ୍‌ଇଇଟି ଏବଂ ଜେଇଇ ବଦଳରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ଅଣ୍ଡରଗ୍ରାଜୁଏଟ୍‌…
Read More...

ଜଗନ୍ନାଥ ସଂସ୍କୃତି ପୃଥିବୀ ସାରା ପରିବ୍ୟାପ୍ତ ହେବ, ଓଡିଆଙ୍କ ମନୋବଳ ଶ୍ରୀଜଗନ୍ନାଥ ଅନୁଷ୍ଠିତ

ଭୁବନେଶ୍ୱର – ଓଡିଶାବାସୀଙ୍କ ପ୍ରତେକ ଘରେ ପୂଜା ପାଉଛନ୍ତି ପ୍ରଭୁ ଶ୍ରୀଜଗନ୍ନାଥ । ପ୍ରଚଳିତ ଜଗନ୍ନାଥ ସଂସ୍କୃତି ଓ ପରମ୍ପରା ଅନୁସାରେ ଓଡିଶାରେ ପାଳିତ ହୁଏ ବାର ମାସରେ ତେର ପର୍ବ । ପୁରାଣ ଶାସ୍ତ୍ରକୁ ଅନୁଧ୍ୟାନ କଲେ ଜଣାଯାଏ କଳି ଯୁଗର ଶ୍ରେଷ୍ଠ ଅବତାର ପ୍ରଭୁ ଶ୍ରୀଜଗନ୍ନାଥ । ତାଙ୍କ…
Read More...

ଜାତୀୟ ଗ୍ରନ୍ଥାଗାର ଦିବସ ପାଳିତ, ଜ୍ଞାନର ଅଭିବୃଦ୍ଧି ହେଲେ ସମାଜର ଉନ୍ନତି ଘଟିବ

ଭୁବନେଶ୍ୱର, - ପଣ୍ଡିତ ନୀଳକଣ୍ଠ ଗ୍ରନ୍ଥାଗାର ଓ ସୂଚନା ବିଜ୍ଞାନ ମହାବିଦ୍ୟାଳୟ ପରିସରରେ ଜାତୀୟ ଗ୍ରନ୍ଥାଗାର ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଏଲ କେ ଭୋଳାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଉର ବିଧାୟକ ସୁଶାନ୍ତ କୁମାର ରାଉତ ଯୋଗଦେଇ…
Read More...