banner
Breaking

ବାରିପଦାରେ ପାଳିତ ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ରଘୁନନ୍ଦନ ଦାସ।

0

ବାରିପଦା,୨୭/୧(ଓଡ଼ିଆ ନ୍ୟୁଜ) : ବାରିପଦାଠାରେ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ ଉତ୍ସବ ପାଳିତ ହୋଇଯାଇଛି । ଏଥିରେ ରାଜ୍ୟ ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରି ସମ୍ମିଳିତ ପ୍ୟାରେଡ଼ର ଅଭିବାଦନ ଗ୍ରହଣ କରିଥିଲେ।  ସମବେତ ଜନତାଙ୍କୁ ଉଦବୋଧନ ଦେଇ ସାଧାରଣତନ୍ତ୍ର ଦିବସର ତାତ୍ପର୍ଯ୍ୟ ସମ୍ପର୍କରେ ଆଲୋକପାତ କରିବା ସହ ଯୁବ ସମାଜ ଦେଶ ପ୍ରତି ଉତ୍ସର୍ଗୀକୃତ ହେବା ପାଇଁ ଆହ୍ୱାନ ଦେଇଛନ୍ତି ।

Khansweb Solution Bhubaneswar

Leave A Reply

Your email address will not be published.