banner
Breaking

ଦାନା ବାନ୍ଧୁଛି ବାତ୍ୟା ନିସର୍ଗ।

0

ନୂଆଦିଲ୍ଲୀ,୧।୬: ଅମ୍ଫନ ପରେ ଏବେ ଦକ୍ଷିଣ-ପଶ୍ଚିମ ଆରବ ସାଗରରେ ସାମୁଦ୍ରିକ ଝଡ଼ ନିସର୍ଗ ଦାନା ବାନ୍ଧୁଛି। ଧୀରେଧୀରେ ଏହା ଘନିଭୂତ ହେବାରେ ଲାଗିଛି। ଜୁନ୍‌ ୩ ସନ୍ଧ୍ୟା ସୁଦ୍ଧା ଏହାର ପ୍ରଭାବରେ ଉତ୍ତର ମହାରାଷ୍ଟ୍ର ଏବଂ ଦକ୍ଷିଣ ଗୁଜରାଟ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ହେବ ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଘଣ୍ଟା ପ୍ରତି ୧୨୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

Khansweb Solution Bhubaneswar

Leave A Reply

Your email address will not be published.