banner
Breaking

ସିଲ ହେଲା ପଟିଆ ବିଗ୍ ବଜାର।

0

ଭୁବନେଶ୍ୱର,୨୦/୨(ବ୍ୟୁରୋ): ସିଲ୍‌ ହେଲା ଭୁବନେଶ୍ୱର ପଟିଆ ସ୍ଥିତ ବିଗ୍ ବଜାର। ଆଜି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ର କମିଶନର ଓ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ବିଗ୍‌ ବଜାର ସିଲ୍ ଚାଲିଥିବା ଜଣାପଡ଼ିଛି।

ପରିମଳ, ଅଗ୍ନି ନିର୍ବାପନ ବ୍ୟବସ୍ଥା ଓ ପାର୍କିଂ ସମସ୍ୟା କାରଣରୁ ପଟିଆ ବିଗ୍‌ ବଜାରକୁ ସିଲ୍‌ କରାଯାଇଛି। ସିଲ୍‌କୁ ନେଇ ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.