ଭୁବନେଶ୍ଵର: କରୋନା ଭୂତାଣୁର ମୁକାବିଲା କରିବା ପାଇଁ ନେତା, ଅଭିନେତା, କ୍ରୀଡ଼ାବିତ, ବ୍ୟାବ୍ୟସାୟିକ ଅନୁଷ୍ଠାନଠାରୁ ଆରମ୍ଭ କରି ସରକାରୀ କର୍ମଚାରୀ ପର୍ଯ୍ୟନ୍ତ ସମସ୍ତେ ସହାୟତାର ହାତ ବଢ଼ାଉଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ ସଞ୍ଜୟ କୁମାର ଦାସ ବର୍ମା ଲୋକ ସେବା ଭବନରେ ତାଙ୍କର ୩ ମାସର ପେନସନ ରାଜ୍ୟ ସରକାରଙ୍କୁ ଦାନ କରିଛନ୍ତି।
Breaking
ଓଡିଶାରେ ଡିଜିଟାଲ ମିଡ଼ିଆ ଓନର୍ସ ଆସୋସିଏସନ୍ ଗଠିତ, ଭୁବନେଶ୍ୱର ଠାରେ ଲୋଗୋ ଉନ୍ମୋଚିତ, ସମସ୍ତ ମାଲିକ ଓ ସମ୍ପାଦକ ସାମିଲ ହେବାକୁ ଆହ୍ୱାନକୋକା-କୋଲା ୧୨ ବର୍ଷ ପରେ ଭାରତକୁ ଆଇକନିକ୍ ଫିଫା ବିଶ୍ୱକପ୍ ଟିଏମ ଟ୍ରଫି ଆଣିଛିରୋଟାରୀ କ୍ଳବ୍ ଅଫ୍ ଭୁବନେଶ୍ୱର ରୟାଲ ପକ୍ଷରୁ କମ୍ବଳ ବଣ୍ଟନଟାଟା ମୋଟର୍ସ ନବୀକରଣତା, ସାହାଯ୍ୟକାରୀତା ଏବଂ ବୁଦ୍ଧିମତା ଚଳମାନ ସମାଧାନ ସହିତ ଏହାର ଗତିପଥକୁ ଏକ୍ସକନ ୨୦୨୫ରେ ଆଗକୁ ବଢ଼ାଇପାରିଛିଭୁବନେଶ୍ୱର ଅଗ୍ରଣୀ ଓଡ଼ିଶାର ବୈଷୟିକୀ ବିପ୍ଳବକୁ ଆଗକୁ ବଢ଼ାଇଛି ଯେତେବେଳେକି ଏଆଇ ଏବଂ ଡ଼ିଜିଟାଲ ବ୍ୟାକିଙ୍ଗ ଏସଏମଇ ଭିତିଭୂମିକୁ ପୁନଃରୂପରେଖ ପ୍ରଦାନ କରିଛି: କୋଟାକ୍
