banner
Breaking

ସୁବାଷ ଚୌହାନଙ୍କ ଦେହାନ୍ତ।

0

ଭୁବନେଶ୍ୱର,୧୦ ।୫(ଓଡ଼ିଆ ନ୍ୟୁଜ): ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହାନଙ୍କ ଆଜି ପରଲୋକ ଘଟିଛି । ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ମାତ୍ର ୫୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି । ସେ ଉଭୟ ଲିଭର କ୍ୟାନ୍ସର ଓ ହୃଦଘାତରେ ପୀଡିତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ତେବେ ୨୦୧୯ ମାର୍ଚ୍ଚ ୨୬ ତାରିଖରେ ସୁବାସ ବିଜେଡିରେ ଯୋଗ ଦେଇଥିଲେ । ସେ କଳାହାଣ୍ଡି, ବରଗଡ ବଲାଙ୍ଗିର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ସମ୍ଭାଳିଥିଲେ ।

Khansweb Solution Bhubaneswar

Leave A Reply

Your email address will not be published.