banner
Breaking

ବରିଷ୍ଠ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ।

0

ଭୁବନେଶ୍ବର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବରର ଜଣେ ବରିଷ୍ଠ ଅଧିକାରୀ ଭିଜିଲାନ୍ସ ଜାଲରେ ଧରାପଡିଥିବା ଜଣାପଡ଼ିଛି। ଫ୍ୟାକ୍ଟ୍ରିଜ୍ ଏଣ୍ଡ ବଏଲସ୍ ଡେପୁଟି ଡାଇରେକ୍ଟର ରମେଶ ବେହେରାଙ୍କ ଭୁବନେଶ୍ବର ସ୍ଥିତ ଘର ଏବଂ ଅଫିସରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ କରିଛି। ରମେଶଙ୍କ କାର୍ଯ୍ୟାଳୟ ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ରେଡ୍ କରୁଥିବା ସୂଚନା ମିଳିଛି।

Khansweb Solution Bhubaneswar

Leave A Reply

Your email address will not be published.