banner
Breaking

ଭୁବନେଶ୍ୱରରୁ ଆଜି ୩୨୫ ପଜିଟିଭ ଚିହ୍ନଟ।

0

ଭୁବନେଶ୍ୱର,୧୭।୯(ଓଡ଼ିଆ ନ୍ୟୁଜ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ ସେଣ୍ଟରରୁ ୧୦୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୨୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନା ଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୭୬୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୩୧୧୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୬୭ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୪୪୨୬ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.