banner
Breaking

ଭୁବନେଶ୍ୱରରୁ ଆଜି ୩୬୫ ପଜିଟିଭ ଚିହ୍ନଟ ଓ ୩୨୯ ସୁସ୍ଥ।

0

ଭୁବନେଶ୍ୱର,୬/୧୦(ଓଡ଼ିଆ ନ୍ୟୁଜ):ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ ୩୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା ମୋଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ୍‌ରୁ ୧୧୬ଜଣ ଓ ଲୋକାଲ୍‌ କଣ୍ଟାକ୍ଟ କେସ ୨୪୯ ଜଣ ଅଛନ୍ତି। ତେବେ ରାଜଧାନୀ ଭୁବନେଶ୍ୱରରୁ ଆଜି ୩୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ ଜରିଆରେ ସୂଚନା ଦିଆଯାଇଛି।

Khansweb Solution Bhubaneswar

Leave A Reply

Your email address will not be published.