banner
Breaking

ଭୁବନେଶ୍ୱରରୁ ଆଜି ୩୧୬ ପଜିଟିଭ ଚିହ୍ନଟ ଓ ୩୨୬ ସୁସ୍ଥ।

0

ଭୁବନେଶ୍ୱର,୯/୧୦(ଓଡ଼ିଆ ନ୍ୟୁଜ): ଭୁବନେଶ୍ୱର ଆଜି ପୁଣି ୩୧୬ ପଜିଟିଭ ଚିହ୍ନଟ ହୋଇଛନ୍ତି।ସେମାନଙ୍କ ମଧ୍ୟରୁ ୮୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୪୮୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୧୨୧୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୧୧ ଜଣଙ୍କର ମୃତ୍ୟୁ ଘଟିଛି।ବର୍ତ୍ତମାନ ୩୫୦୭ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.