banner
Breaking

ଜେଲଗଲେ ଆଇ ଏଫ ଏସ ଅଧିକାରୀ।

0

ଭୁବନେଶ୍ୱର,୨୭।୧୧(ବ୍ୟୁରୋ)-ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ରାଜ୍ୟର ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଶେଷରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ପରେ ଉଭୟଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ସେମାନଙ୍କ ଜାମିନ ଆବେଦନକୁ ଖାରଜ କରିଦେବା ସହ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଅନ୍ୟପଟେ ରାଜ୍ୟ ସରକାର ଅଭୟଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.