banner
Breaking

ଭୁବନେଶ୍ୱରରୁ ପୂନେ ବିମାନ ସେବା।

0

ଭୁବନେଶ୍ୱର,୧୨।୧(ଓଡ଼ିଆ ନ୍ୟୁଜ): ଭୁବନେଶ୍ୱରରୁ ଓ ପୁନେ ମଧ୍ୟରେ ବିମାନ ସେବା ଆରମ୍ଭ ହେବାକୁ ଯାଉଛି।ଏହି ବିମାନ ସେବା ଓଡିଶାର ଉନ୍ନତ ଯୋଗାଯୋଗରେ ସହାୟକ ହେବା ସହିତ ପର୍ଯ୍ୟଟନ ଏବଂ ଅର୍ଥନୈତିକ ଅଭିବୃଦ୍ଧି କ୍ଷେତ୍ରରେ ମହତ୍ୱପୂର୍ଣ୍ଣ ସାବ୍ୟସ୍ତ ହେବ । ଏଥିପାଇଁ ଦରକାର ଥିବା ଆର୍ଥିକ ସହାୟତା ରାଜ୍ୟ ସରକାର ଯୋଗାଇଦେବେ । ପ୍ରାଥମିକ ପର୍ଯ୍ୟାୟରେ ୩ ମାସ ପାଇଁ ସହାୟତା ଯୋଗାଇ ଦିଆଯିବ । ଏଥିରେ ଏୟାର ଏସିଆର ସ୍ୱତନ୍ତ୍ର ବିମାନ ଚଳାଚଳ କରିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।

Khansweb Solution Bhubaneswar

Leave A Reply

Your email address will not be published.