banner
Breaking

ଭୁବନେଶ୍ୱରରୁ ଆଜି ୫୦ ପଜିଟିଭ ଚିହ୍ନଟ।

0

ଭୁବନେଶ୍ୱର,୨୭।୩(ବ୍ୟୁରୋ): ଭୁବନେଶ୍ୱରରେ କରୋନା ବଢ଼ିବାରେ ଲାଗିଛି। ଶନିବାର ରାଜଧାନୀ ଭୁବନେଶ୍ୱରରୁ ୫୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ବିଏମ୍‌ସି ଟୁଇଟ୍‌ କରି ସୂଚନା ଦେଇଛି।

ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୩୩୧ରେ ପହଞ୍ଚିଥିବା ବେଳେ ୩୧,୮୬୩ ଜଣ ସୁସ୍ଥ ହୋଇଛନ୍ତି। ୧୭୯ ଜଣ ଚିକିିତ୍ସିତ ହେଉଛନ୍ତି। ୨୫୦ ଜଣଙ୍କ ମୃତ୍ୟୁ ଘଟିଛି।

Khansweb Solution Bhubaneswar

Leave A Reply

Your email address will not be published.