banner
Breaking

ଝାରପଡା ଜେଲରେ ୯୬ କଏଦୀ ପଜିଟିଭ।

0

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଝାରପଡ଼ା ଜେଲ୍‌ରେ ୯୬ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଜେଲ୍‌ ଷ୍ଟାଫ୍‌ ଏବଂ କଏଦୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

୧୯୫ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୬ ଜଣଙ୍କର ପଜିଟିଭ୍‌ ବାହାରିଥିବା ଜେଲ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସେମାନଙ୍କୁ ଆଇସୋଲେଶନରେ ରଖାଯାଇଛି। ଜେଲ୍‌ ଡାକ୍ତର ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.