banner
Breaking

ମିଳିଲା ଛାତ୍ରଙ୍କ ମୃତ ଦେହ।

0

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ରାଜଧାନୀର ଖୋଲା ଡ୍ରେନ୍‌ରେ ରବିବାର ଅପରାହ୍ନରେ ଭାସି ଯାଇଥିବା ଦଶମ ଶ୍ରେଣୀ ଛାତ୍ର ଜ୍ୟୋତିପ୍ରକାଶ ବେହେରାଙ୍କ ମୃତଦେହକୁ ସୋମବାର ଉଦ୍ଧାର କରିଛି ଅଗ୍ନିଶମ ବାହିନୀ ଟିମ୍‌। ଦୀର୍ଘ ୧୮ ଘଣ୍ଟା ଖୋଜାଖୋଜି କରିବା ପରେ ଆଜି ପଞ୍ଚସଖା ନଗର ନାଳରୁ ଜ୍ୟୋତିପ୍ରକାଶଙ୍କ ମୃତଦେହ ମିଳିଥିଲା। ସେ ଗତକାଲି ଟ୍ୟୁସନ ଯାଇ ଫେରିବା ବେଳେ ମୁକୁଳା ଡ୍ରେନ୍‌ରେ ଖସିପଡ଼ି ପାଣି ସୁଅରେ ଭାସି ଯାଇଥିଲେ।

Khansweb Solution Bhubaneswar

Leave A Reply

Your email address will not be published.