banner
Breaking

ଭୁବନେଶ୍ବରରେ ଆସଦାଚରଣ୍।

0

ଭୁବନେଶ୍ବର,୧୪ା୧୦(ଓଡ଼ିଆ ନ୍ୟୁଜ): ଜଣେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ ଲକ୍ଷ୍ମୀସାଗର ପୋଲିସ ରବିବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଞ୍ଚଳର ରମାକାନ୍ତ ନନ୍ଦ। ପୋଲିସ ସୂଚନା ଅନୁଯାୟୀ, ରବିବାର ପୂର୍ବାହ୍ନ ପ୍ରାୟ ୧୧ଟା ରେ ଯୁବତୀ ଜଣକ ଲକ୍ଷ୍ମୀସାଗର ଥାନା ଅଧୀନ ବମିଖାଲ ଅଞ୍ଚଳରେ ଯାଉଥିବା ବେଳେ ରମାକାନ୍ତ ତାଙ୍କୁ ଟଣାଓଟରା ସହ ଅସଦାଚରଣ କରିଥିଲେ। ଯୁବତୀଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା (ନଂ.୨୯୪/୧୯)ରୁଜୁ କରି ତଦନ୍ତ ଚଳାଇଥିଲା।

Khansweb Solution Bhubaneswar

Leave A Reply

Your email address will not be published.