banner
Breaking

ଅଙ୍ଗଦାନ ଶିବିର ପାଇଁ ଓଡିଶା-ମୋ ପରିବାରର ପ୍ରସ୍ତୁତି ବୈଠକ

0

ଭୁବନେଶ୍ୱର, ୨୦/୧: ଓଡିଶା-ମୋ ପରିବାର ଆନୁକୂଲ୍ୟରେ ଆବାହକ ଶ୍ରୀଯୁକ୍ତ ଅରୂପ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ଅଙ୍ଗଦାନ ଶିବିରର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଭାରତ ଶରୀର ଓ ଅଙ୍ଗଦାନ ସମିତି ସଭାପତି ଡ଼. ପ୍ରଭାସ ଆଚାର୍ଯ୍ୟଙ୍କ ସହ ଓଡ଼ିଶା ମୋ ପରିବାରର ଯୁଗ୍ମ ସଂପାଦକ ରୁଦ୍ର ନାରାୟଣ ସାମନ୍ତରାୟ ଏବଂ କଟକ ସହର ଜୀବନବିନ୍ଦୁ ସଂଯୋଜକ ରଞ୍ଜନ ବିଶ୍ଵାଳ ଓ ଅନ୍ୟ ସଦସ୍ୟ ଆଲୋଚନା କରି ଥିଲେ। ଆଗାମୀ ଦିନରେ କିପରି ଅଙ୍ଗଦାନ ସଚେତନତାକୁ ସାରାରାଜ୍ୟରେ ବ୍ୟାପକ କରାଯିବ ସେଥିନିମନ୍ତେ କାର୍ଯ୍ୟକ୍ରମ କରିବାକୁ ନିଷ୍ପତ୍ତି ନିଆଯାଇଥିଲା ।

Khansweb Solution Bhubaneswar

Leave A Reply

Your email address will not be published.