banner
Breaking

ମୋ ସରକାରର ପ୍ରଭାବ ୩ ପୋଲିସ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ।

0

ଭୁବନେଶ୍ୱର,୧୮।୧୦(ବ୍ୟୁରୋ):ଅକ୍ଟୋବର ୨ରୁ ଆରମ୍ଭ ହୋଇଥିବା ମୋ ସରକାର କାର୍ଯ୍ୟକ୍ରମର ପ୍ରଭାବ ଭଲକାମ କଲେ ପୁରସ୍କାର ନଚେତ ବହିଷ୍କାର। ଏହି କ୍ରମରେ କ୍ଷମତାର ଦୂରୁପୋଯୋଗ କରିବା ଅଭିଯୋଗରେ ଶୁକ୍ରବାର ୩ ପୋଲିସ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଅଧିକାରୀମାନେ ହେଲେ ଏସ୍‌ଆଇ ବନମାଳୀ ନାୟକ, ଏଏସ୍‌ଆଇ ବୀରବର ଲେଙ୍କା ଏବଂ କିଶୋର ବାଗ୍‌। ଓଡ଼ିଶା ସର୍ଭିସ କୋଡ୍‌, ରୁଲ-୭୧ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ନେଇ ଡିଜିପି ଟୁଇଟ୍‌ କରି ସୂଚନା ଦେଇଛନ୍ତି।

Khansweb Solution Bhubaneswar

Leave A Reply

Your email address will not be published.