banner
Breaking

ଭୁବନେଶ୍ୱର ରାଉରକେଲା ବିମାନ ସେବା ଆରମ୍ଭ

0

ଭୁବନେଶ୍ୱର: ଭୁବନେଶ୍ୱରରୁ ରାଉରକେଲାକୁ ଆରମ୍ଭ ହେଲା ବିମାନ ସେବା । ପତାକା ଦେଖାଇ ବିମାନ ସେବା ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ମନ୍ତ୍ରୀ ଟୁକୁନି ସାହୁ ବିମାନ ବନ୍ଦରରେ ଉପସ୍ଥିତ ରହିଛନ୍ତି । ଏହି କାର୍ଯ୍ୟକ୍ରମରେ ଭିସି ଯୋଗେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଉପସ୍ଥିତ ଥିଲେ । ବିମାନ ସେବା ଆରମ୍ଭ ପରେ ରାଉରକେଲାକୁ ବିକାଶର ଆଉ ଏକ ଫର୍ଦ୍ଦ ଯୋଡ଼ି ହୋଇଛି ।

Khansweb Solution Bhubaneswar

Leave A Reply

Your email address will not be published.